Posted inଫୁରସତ

ସୂର୍ଯ୍ୟାସ୍ତ ସମୟରେ ବେଳାଭୂମିରେ କୁକୁର ଖେଳୁଛନ୍ତି ଏପରି

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଦୁଇଟି କୁକୁରର ସମୁଦ୍ର କୂଳରେ ବେଲୁନ ସହିତ ଖେଳୁଥିବା ଦେଖିବାକୁ ମିଳିଛି। ଦୁଇଟି କୁକୁର ସୂର୍ଯ୍ୟାସ୍ତ ସମୟରେ ବେଲୁନ ସହିତ ସମୁଦ୍ର କୂଳରେ ଖେଳୁଛନ୍ତି। ଖେଳି ଖେଳି ୨ କୁକୁର ପାଣି ଭିତରକୁ ପଶି ଯାଉଛନ୍ତି।
ଏହି ଭିଡିଓକୁ BRFC ହପକିନ୍ସ ନାମକ ଟୁଇଟର ହ୍ୟାଣ୍ଡେଲରେ ଶେୟାର ହୋଇଛି। କ୍ୟାପଶନ୍‌ରେ ଲେଖା ହୋଇଛି ‘ତୁମ ସମସ୍ତଙ୍କ ପାଇଁ ଶାନ୍ତିର ଏକ ମୁହୂର୍ତ୍ତ, ଆଶା କରେ ଏହା ଆପଣଙ୍କ ସାରେ କିଛି ଶାନ୍ତି ଆଣିବ’। ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି।

https://twitter.com/HopkinsBRFC/status/1373442886222630914


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri