Posted inଫୁରସତ

ଘରେ ଲୋକଙ୍କୁ ଦେଖି ଲାଜ କରୁଛି କୁକୁର

ଅନ୍ୟମାନଙ୍କୁ ଦେଖିଲେ ଛୋଟ ପିଲା ଲାଜ କରିବା କଥା ସମସ୍ତେ ଜାଣନ୍ତିି। ହେଲେ ଏକ କୁକୁର ଲୋକମାନଙ୍କୁ ଦେଖିଲେ ଲାଜ କରି ଲୁଚୁଥିବା କେହି କେବେହେଲେ ଶୁଣି ନ ଥିବେ। କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଏମିତି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଘରର ପରଦା ପାଖରେ ଗୋଟିଏ କୁକୁର ଜିଭ କାଢ଼ି ବସିଛି। ଅନ୍ୟ ଏକ ଭିଡିଓରେ ଆଉ ଏକ କୁକୁର ଲୋକଙ୍କୁ ଦେଖି ପରଦା ପଛରେ ଲୁଚି ଯାଉଥିବାର ଦେଖିବାକୁ ମିଳୁଛି। ଏହି ଭିଡିଓକୁ ଖୁବ୍‌ କମ୍‌ ସମୟରେ ଅଧିକ ଲୋକ ଦେଖିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

୫ଶହ ଟଙ୍କା ଦେଲେ କଏଦୀ ଭଳି ରହିବାକୁ ମିଳେ ଏହି ଜେଲ୍‌ରେ…

ଜେଲ୍‌ରେ ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିବା କଏଦୀଙ୍କୁ ରଖାଯାଇଥାଏ। ତେବେ ଏପରି ଏକ ଜେଲ୍‌ ରହିଛି ଯେଉଁଠି ଦେଶ ବିଦେଶରୁ ପର୍ଯ୍ୟଟକ କଏଦୀଭାବେ ରହିବାକୁ ଆସିଥାନ୍ତି।...

ଡିଜିଟାଲ ସୋଲାର ଛତା

ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦ ସହରରେ ଗ୍ରୀଷ୍ମର ପ୍ରଭାବ ଅସହ୍ୟ ହୋଇଥାଏ। ପୁଣି ମେ’ମାସର ଟାଣଖରା। ଚଳିତବର୍ଷ ଲକ୍‌ଡାଉନ ଯୋଗୁ ସାଧାରଣ ଲୋକେ ଘରେ ପଙ୍ଖା ଓ...

ଲକ୍‌ଡାଉନରେ କୁଇଜ୍‌ ପ୍ରତିଯୋଗିତା

ପ୍ୟାରିସ୍‌: ସବୁ ଦେଶରେ ଏବେ କରୋନାକୁ ହରାଇବା ପାଇଁ ଏକମାତ୍ର ଉପାୟ ଭାବେ ପାଳନ କରାଯାଉଛି ଲକ୍‌ଡାଉନ୍‌। ସେଥିପାଇଁ ଲୋକେ ଏବେ ଘର ଭିତରେ ସବୁବେଳେ...

ସ୍କୁଲ ଯିବା ପାଇଁ ୧୦ କିମି ରାସ୍ତା ମରାମତି କଲେ ୮୫ ଛାତ୍ରୀଛାତ୍ର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଔରଙ୍ଗାବାଦ୍‌,୧୫।୧: ପାଠପଢ଼ାକୁ ସମାଜ ମଙ୍ଗଳ କାର୍ଯ୍ୟରେ ଲଗାଇବା ଅତି ଗୁରୁତ୍ୱପୂର୍ଣ୍ଣ। କେତେକ ଏଥିରେ ଅସଫଳ ରହିଥାନ୍ତି। ତେବେ ମହାରାଷ୍ଟ୍ରର ଔରଙ୍ଗାବାଦ୍‌ ଜିଲାର ଡଭଣ୍ଡି ଗାଁରେ ସ୍କୁଲକୁ...

ବିଶ୍ୱ ମହୁମାଛି ଦିବସ: ଜାଣନ୍ତୁ କାହିଁକି ପାଳନ କରାଯାଏ ଏହି ଦିବସ

ମହୁମାଛି ଆମ ଜୀବନରେ ବହୁ ଗୁରୁତ୍ୱପୂର୍ଣ୍ଣ। ଆମେ ଖାଉଥିବା ଫଳ, ପନିପରିବା କିମ୍ବା ଶସ୍ୟଜାତ ଉଦ୍ଭିଦ ଲଗାଇବା ପାଇଁ କେବଳ ଖରା, ମାଟି, ପାଣି ପବନ...

ଉହାନ କମ୍ ବିପଦପୂର୍ଣ୍ଣ ଅଞ୍ଚଳ ଘୋଷିତ

ବେଜିଂ, ୨୦ା୪- କରୋନା ଭାଇରସର ଉତ୍ପତ୍ତିସ୍ଥଳ କୁହାଯାଉଥିବା ଚାଇନାର ଉହାନ ସହରକୁ ଏକ କମ୍ ବିପଦପୂର୍ଣ୍ଣ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। କରୋନା ଯୋଗୁ ସହରର...

ପରିବେଶକର୍ମୀ ହେବା ଗ୍ରେଟା ଥନବର୍ଗଙ୍କ ପାଇଁ ନ ଥିଲା ସହଜ: ମା’ ମୈଲେନା ଇର୍ମାନ୍‌

ଷ୍ଟକ୍‌ହୋମ୍‌,୨୩।୨: ପରିବେଶକର୍ମୀ ଭାବେ ସମ୍ପ୍ରତି ୧୭ ବୟସ୍କା ଗ୍ରେଟା ଥନବର୍ଗ ପୃଥିବୀ ସାରା ପରିଚିତ ହାସଲ କରିପାରିଛନ୍ତି। ଗ୍ରେଟା ଜଳବାୟୁ ପରିବର୍ତ୍ତନ ବିରୋଧରେ ସଚେତନତା ସୃଷ୍ଟି...

୧୪ ଫୁଟ ଉଚ୍ଚରେ କିକ୍‌ କଲେ ତାଏକୋଣ୍ଡୋ ଖେଳାଳି: ଭିଡ଼ିଓ ଭାଇରାଲ

ସିଓଲ,୧।୨: ଦକ୍ଷିଣ କୋରିଆର ଜଣେ ତାଏକୋଣ୍ଡୋ ଖେଳାଳି ୧୪ ଫୁଟ ଉଚ୍ଚରେ ଡେଇଁ କିକ୍‌ କରିଛନ୍ତି। ଏହାର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *