Posted inଫୁରସତ

ମହିଳାଙ୍କ ସହ ଏମିତି ଯୋଗ କରୁଛନ୍ତି କୁକୁର ଛୁଆ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ଏକ ଭିଡିଓ ଏବେ ଭାଇରାଲ ହେଉଛି। ଯେଉଁଥିରେ ଜଣେ ମହିଳାଙ୍କ ସହ କିଛି କୁକୁର ଛୁଆ ମିଶି ଯୋଗ କରୁଛନ୍ତି। ମହିଳା ସୂର୍ଯ୍ୟ ନମସ୍କାର କରୁଥିବା ବେଳେ କୁକୁର ଛୁଆମାନେ ତାଙ୍କୁ ଦେଖି ଠିକ୍‌ ସେମିତି କରୁଛନ୍ତି।

ଭିଡିଓରେ ଦେଖିବାକୁ ମିଳିଛି ଘରେ ଜଣେ ମହିଳା ଯୋଗ କରୁଛନ୍ତି। ତାଙ୍କ ସହିତ ୪ଟି କୁକୁର ତାଙ୍କର ଅବିକଳ ନକଲ କରୁଛନ୍ତି। ମହିଳା ଠିଆ ହେଲେ କୁକୁରଛୁଆମାନେ ଠିଆ ହେଉଛନ୍ତି, ବସିଲେ ବସୁଛନ୍ତି, ସୂର୍ଯ୍ୟ ନମସ୍କାର କଲେ ସେମାନେ ମଧ୍ୟ ଠିଆ ହୋଇ ନମସ୍କାର କରୁଛନ୍ତି। ଭିଡିଓରେ ବ୍ୟାକ୍‌ଗ୍ରାଉଣ୍ଡ ମ୍ୟୁଜିକ୍‌ରେ ସନାତନ ଧର୍ମ ସମ୍ବନ୍ଧିତ ମନ୍ତ୍ର ଉଚ୍ଚାରଣ କରାଯାଉଥିବା ଶୁଣିବାକୁ ମିଳୁଛି। ଯାହାଦ୍ୱାରା ବାତାବରଣ ଖୁବ୍‌ ଆନନ୍ଦମୟ ହୋଇଉଠିଛି।

ଭିଡିଓକୁ ବନସେବା ଅଧିକାରୀ ରୁପିନ୍‌ ଶର୍ମା ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏଥିରେ ସେ କ୍ୟାପଶନ ଲେଖିଛନ୍ତି, ଯେତେବେଳେ ଆପଣ ବେଷ୍ଟ ଫ୍ରେଣ୍ଡଙ୍କ ସହ ବଜାର ଯାଆନ୍ତି। ଭିଡିଓଟିକୁ ବର୍ତ୍ତମାନ ସୁଦ୍ଧା ୭ ହଜାରରୁ ଅଧିକ ଲୋକ ଦେଖିସାରିଲେଣି। ୬୦୦ରୁ ଅଧିକ ଲୋକ ଲାଇକ୍‌ କରିଛନ୍ତି। କିଛି ଲୋକ ବେଶ୍‌ ମଜାଳିଆ କମେଣ୍ଟ ଦେବା ସହ କୁକୁରଛୁଆଙ୍କ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri