Posted inଫୁରସତ

ମହିଳାଙ୍କ ସହ ଏମିତି ଯୋଗ କରୁଛନ୍ତି କୁକୁର ଛୁଆ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ଏକ ଭିଡିଓ ଏବେ ଭାଇରାଲ ହେଉଛି। ଯେଉଁଥିରେ ଜଣେ ମହିଳାଙ୍କ ସହ କିଛି କୁକୁର ଛୁଆ ମିଶି ଯୋଗ କରୁଛନ୍ତି। ମହିଳା ସୂର୍ଯ୍ୟ ନମସ୍କାର କରୁଥିବା ବେଳେ କୁକୁର ଛୁଆମାନେ ତାଙ୍କୁ ଦେଖି ଠିକ୍‌ ସେମିତି କରୁଛନ୍ତି।

ଭିଡିଓରେ ଦେଖିବାକୁ ମିଳିଛି ଘରେ ଜଣେ ମହିଳା ଯୋଗ କରୁଛନ୍ତି। ତାଙ୍କ ସହିତ ୪ଟି କୁକୁର ତାଙ୍କର ଅବିକଳ ନକଲ କରୁଛନ୍ତି। ମହିଳା ଠିଆ ହେଲେ କୁକୁରଛୁଆମାନେ ଠିଆ ହେଉଛନ୍ତି, ବସିଲେ ବସୁଛନ୍ତି, ସୂର୍ଯ୍ୟ ନମସ୍କାର କଲେ ସେମାନେ ମଧ୍ୟ ଠିଆ ହୋଇ ନମସ୍କାର କରୁଛନ୍ତି। ଭିଡିଓରେ ବ୍ୟାକ୍‌ଗ୍ରାଉଣ୍ଡ ମ୍ୟୁଜିକ୍‌ରେ ସନାତନ ଧର୍ମ ସମ୍ବନ୍ଧିତ ମନ୍ତ୍ର ଉଚ୍ଚାରଣ କରାଯାଉଥିବା ଶୁଣିବାକୁ ମିଳୁଛି। ଯାହାଦ୍ୱାରା ବାତାବରଣ ଖୁବ୍‌ ଆନନ୍ଦମୟ ହୋଇଉଠିଛି।

ଭିଡିଓକୁ ବନସେବା ଅଧିକାରୀ ରୁପିନ୍‌ ଶର୍ମା ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏଥିରେ ସେ କ୍ୟାପଶନ ଲେଖିଛନ୍ତି, ଯେତେବେଳେ ଆପଣ ବେଷ୍ଟ ଫ୍ରେଣ୍ଡଙ୍କ ସହ ବଜାର ଯାଆନ୍ତି। ଭିଡିଓଟିକୁ ବର୍ତ୍ତମାନ ସୁଦ୍ଧା ୭ ହଜାରରୁ ଅଧିକ ଲୋକ ଦେଖିସାରିଲେଣି। ୬୦୦ରୁ ଅଧିକ ଲୋକ ଲାଇକ୍‌ କରିଛନ୍ତି। କିଛି ଲୋକ ବେଶ୍‌ ମଜାଳିଆ କମେଣ୍ଟ ଦେବା ସହ କୁକୁରଛୁଆଙ୍କ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଲଳିତ କୁମାର

ମୋର ଜନ୍ମ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନନ୍ଦଳା ଗ୍ରାମରେ। ମାତା ପାର୍ବତୀ ସ୍ବାଇଁ ଓ ପିତା ଭିକାରୀ ସ୍ବାଇଁଙ୍କର ତିନିପୁଅଙ୍କ ଭିତରେ ମୁଁ...

‘ଆଉ ଥରେ ଜନ୍ମ ହେଲେ କବିଟିଏ ହୋଇ ଜନ୍ମ ହେବି’

ଏକାଧାରରେ ସେ ଜଣେ କବି, ଗାଳ୍ପିକ ଓ ନାଟ୍ୟକାର। ଦୀର୍ଘ ୪ଦଶନ୍ଧି ଧରି ତାଙ୍କ ଲେଖନୀ ମୁନରେ ଫୁଟେଇଛନ୍ତି ଏକାଧିକ ଗଳ୍ପ, କବିତା ଓ ନାଟକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri