Posted inଫୁରସତ

ସମୁଦ୍ର କୂଳରେ ଖେଳୁଛନ୍ତି କୁକୁଲ ପଲ: ଭିଡିଓ ଭାଇରାଲ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ସମୁଦ୍ର କୂଳରେ ଦଳେ କୁକୁର ବେଲୁନରେ ଖେଳୁଥିବା ଭିଡିଓ ଭାଇରାଲ ହୋଇଛି।
ଭିଡିଓରେ ଦେଖାଯାଇଛି, ଦଳେ କୁକୁର ସମୁଦ୍ର କୂଳରେ ଏକ ବେଲୁନରେ ଖେଳୁଛନ୍ତି। ବେଲୁନଟି ପବନରେ ଉଡୁଥିବାବେଳେ କୁକୁର ପଲ ଉପରକୁ ଲମ୍ଫ ପ୍ରଦାନ କରି ବେଲୁନକୁ ମୁହଁରେ ମାରୁଛନ୍ତି। ଏହି ଭିଡିଓକୁ ଆଇଏଫଏସ ସୁଶାନ୍ତ ନନ୍ଦ ଟୁଇଟ କରି ଶେୟାର କରିଛନ୍ତି। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…

ଦିନ ହୋଇଯିବ ରାତି, ୨୭ ବର୍ଷ ପରେ ଅଗଷ୍ଟ ୧୨ରେ ଘଟିବାକୁ ଯାଉଛି ଏହି…

୨୭ ବର୍ଷ ପରେ ଏକ ଘଟଣା ଘଟିବାକୁ ଯାଉଛି। ଯାହା ଦିନ ରାତି ହୋଇଯିବ। ଏହା ୟୁରୋପ ଏବଂ ଆର୍କଟିକ୍‌ ଅଞ୍ଚଳରେ ପ୍ରଥମ ଘଟଣା ହେବ। ଏଠାରେ…

ଆକାଶରେ ଦେଖାଯାଉଥିବା ତାରା ଜିଅନ୍ତା ଅଟନ୍ତି? ସତ ଜାଣିଲେ ଚମକି ପଡିବେ…

ଆକାଶରେ ଚମକୁଥିବା ପ୍ରତ୍ୟେକ ତାରା ପଛରେ ଆଶ୍ଚର୍ଯ୍ୟଜନକ ରହସ୍ୟ ଲୁଚି ରହିଛି। ରାତିରେ ଆପଣ ଯେଉଁ ତାରାସବୁ ଦେଖନ୍ତି, ତାହା ହୁଏତ ସେଗୁଡ଼ିକର ବର୍ତ୍ତମାନ ନୁହେଁ ବରଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri