Posted inଫୁରସତ

ମଝି ରାସ୍ତାରେ ଗାଡ଼ି ରଖି ଏମିତି କଲେ ବ୍ୟକ୍ତି, ପ୍ରଶଂସା ନକରି ରହି ହେବନି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତି ମଝି ରାସ୍ତାରେ କାର୍‌ ଅଟକାଇ ଜଣେ ପକ୍ଷୀ ବ୍ୟବସାୟୀ ଠାରୁ ପକ୍ଷୀ କିଣୁଛନ୍ତି। ପରେ ଗୋଟେ ପରେ ଗୋଟେ ପକ୍ଷୀ ବ୍ୟବସାୟୀ ତାଙ୍କୁ ଦେଉଛନ୍ତି ଓ ସେ ପକ୍ଷୀକୁ ସେହି କ୍ରମରେ ଉଡ଼ାଇ ଚାଲୁଛନ୍ତି। ପକ୍ଷୀଙ୍କୁ ପଞ୍ଜୁରୀରୁ ମୁକ୍ତ କରିବା ପାଇଁ ବ୍ୟକ୍ତିଙ୍କ ଏହି ପ୍ରୟାସ ପ୍ରଂଶସା ଯୋଗ୍ୟ ହୋଇପାରିଛି। ଭିଡିଓକୁ କେହି ଦେଖିଲେ ବ୍ୟକ୍ତିଙ୍କୁ ପ୍ରଂଶସା ନ କରି ରହି ପାରିବେନି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଇତିହାସ: ପ୍ରଥମ ଥର ପାଇଁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହରରେ ପ୍ରଥମ ଥର ପାଇଁ ନନ୍ଦିଘୋଷ ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏହି…

ସୁନାବେଶରେ ଝଲସିଲେ ମହାପ୍ରଭୁ, ଭାବବିହ୍ବଳ ହେଲେ ଭକ୍ତ

ଛତ୍ରପୁର, ୨୫ା୭ (ଦିଲ୍ଲୀପ ସାମଲ): ପବିତ୍ର ସୁନାବେଶର ଦିବ୍ୟ ରୂପରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତି ଝଲସିଛନ୍ତି। ଛତ୍ରପୁର ତାଡେପଲ୍ଲୀ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ରଥ ଉପରେ…

ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍‌

ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ…

ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି…

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି।…

କିଏ ହେବେ ଦେଶର ନୂଆ ଶିକ୍ଷାମନ୍ତ୍ରୀ? ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୋଦୀ କ୍ୟାବିନେରେ ହଲଚଲ, ସାମ୍ନାକୁ ଆସିଲା ବଡ଼ ନାଁ!

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ ଚର୍ଚ୍ଚା ହେଉଛି ଯେ ଦେଶର ପରବର୍ତ୍ତୀ ଶିକ୍ଷାମନ୍ତ୍ରୀ କିଏ ହେବେ। ମୋଦୀ କ୍ୟାବିନେଟ୍‌ରେ କେତେକ ନାମକୁ ନେଇ ବିଚାର-ବିମର୍ଶ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

କୁଲାଡ ରଥଯାତ୍ରା: ତିନି ଠାକୁରଙ୍କ ସୁନାବେଶ: ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ

ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ଼ସ୍ଥିତ ଭଞ୍ଜ ରାଜବଂଶ ପକ୍ଷରୁ ପ୍ରତିଷ୍ଠିତ ଶ୍ରୀଜଗନ୍ନାଥ ମନ୍ଦିର ଏକ ଇତିହାସ ପ୍ରସିଦ୍ଧ ଧାର୍ମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri