ଏମିତି କଲେ ଘରେ ଦେଖାଯିବ ନାହିଁ ଧନର ଅଭାବ

ଯେତେବେଳେ ଘରର ଉଭୟ ଦିଗରେ ଦିଗରେ ବାସ୍ତୁ ଦୋଷ ଦେଖାଯାଏ ସେହି ସମୟରେ ଆର୍ଥିକ ସମସ୍ୟା ସମ୍ମୁଖୀନ ହେବାକୁ ପଡ଼ିଥାଏ। ଘରର ବାସ୍ତୁ ଦୋଷ ହଟାଇଲେ କୁବେର ଏବଂ ମା’ ଲକ୍ଷ୍ମୀ ଖୁସି ହୁଅନ୍ତି ବୋଲି ବାସ୍ତୁଶାସ୍ତ୍ରରେ ବର୍ଣ୍ଣନା ହୋଇଛି। ବାସ୍ତୁ ଅନୁଯାୟୀ, ଘରେ ଟଙ୍କା ଏବଂ ସମ୍ପତ୍ତି ବୃଦ୍ଧି ପାଇଁ କେଉଁ କଥାକୁ ଧ୍ୟାନରେ ରଖିବା ଉଚିତ ଜାଣନ୍ତୁ।

ଘରର ଉତ୍ତର ଦିଗର କାନ୍ଥଗୁଡ଼ିକ ନୀଳ ରଙ୍ଗର ହେବା ଉଚିତ୍‌।
ପାଣି ଟ୍ୟାପ୍‌ ଉତ୍ତର ଦିଗରେ ରହିବା ଉଚିତ୍‌ ।
ଶଙ୍ଖ, ରୂପା ମୁଦ୍ରା କିମ୍ବା ରୂପା କଇଁଛକୁ ପାଣିରେ ରଖିବା ଆବଶ୍ୟକ।

ସାଜସଜ୍ଜା ସାମଗ୍ରୀରେ ଘରର ଉତ୍ତର ଦିଗରେ ଆକ୍ୱାରିୟମ ରଖିବା ଜରୁରୀ।

କୁବେରଙ୍କ ନିର୍ଦ୍ଦେଶ ଯୋଗୁ ଆଲମାରୀ ଉତ୍ତରରେ ରଖନ୍ତୁ।
ଉତ୍ତର ଦିଗରେ ନୀଳ ପିରାମିଡ ରଖିବା ଦ୍ୱାରା ସମ୍ପତ୍ତି ବଢ଼ିଥାଏ।

ପୂର୍ବ-ଉତ୍ତର କୋଣରେ ମୂର୍ତ୍ତି ରଖି ଭଗବାନ ଗଣେଶ ଏବଂ ଲକ୍ଷ୍ମୀଙ୍କୁ ପୂଜା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ରାଶି ଚକ୍ରରେ ଶୁକ୍ର ଚଳନ: ଆସନ୍ତା ୨୪ ଦିନ ଏହି ୫ ରାଶିର ବଢ଼ିବ ଧନ ଓ ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ସୁଖ-ସୁବିଧା, ପ୍ରେମ ଏବଂ ଅପାର ଧନର କାରକ ଗ୍ରହ ‘ଶୁକ୍ର’ ଶନିବାର ଅର୍ଥାତ୍ ୨୦ ଡିସେମ୍ବର ସକାଳ ୭ଟା ୩୧ ମିନିଟରେ...

୨୦୨୬ ଏହି ୬ଟି ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ସମୟ, ଫିଟିବ ବିବାହର ଯୋଗ!

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ବିବାହ କେବଳ ବୟସ କିମ୍ବା ଇଚ୍ଛା ଉପରେ ନୁହେଁ, ବରଂ ଗ୍ରହମାନଙ୍କର ଗୋଚର, ଶୁକ୍ର-ଗୁରୁଙ୍କ ସ୍ଥିତି ଏବଂ ଶନିଙ୍କ ପ୍ରଭାବ ଉପରେ...

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

ବର୍ଷ ଶେଷରେ ଶତ୍ରୁ ବନେଇବେ ବୃଷ-ମକର, ହେବ ଆର୍ଥିକ କ୍ଷତି! ନୂଆବର୍ଷବେଳକୁ କାଙ୍ଗାଳ ହୋଇଯିବେ ୪ରାଶି

ଗ୍ରହମାନଙ୍କର ରାଜକୁମାର ବୁଧ ଡିସେମ୍ୱର ୨୯ ତାରିଖରେ ଧନୁ ରାଶିରେ ପ୍ରବେଶ କରୁଛନ୍ତି। ବୁଧ ଜାନୁଆରୀ ୧୭, ୨୦୨୬ ପର୍ଯ୍ୟନ୍ତ ସେଠାରେ ରହିବ। ବୁଧଙ୍କ ଭ୍ରମଣ...

ରାତିରେ ଶୋଇବା ପୂର୍ବରୁ ଖାଆନ୍ତୁ ଛୋଟ ଅଳେଇଚ, ଶରୀରରେ ହେବ…

ଅଳେଇଚ ରୋଷେଇ ଘରେ ବ୍ୟବହୃତ ଏକ ବିଶେଷ ମସଲା। ଯାହା କେବଳ ଖାଦ୍ୟର ସ୍ୱାଦ ବୃଦ୍ଧି କରେ ନାହିଁ ବରଂ ଅନେକ ସ୍ୱାସ୍ଥ୍ୟ ଲାଭ ମଧ୍ୟ...

ଆଜି ଏହି 3 ରାଶି ଉପରେ ରହିବ ଶନିଦେବଙ୍କ କୃପା, ଆସିବ ଖୁସିର ସମୟ

ନୂଆଦିଲ୍ଲୀ,୨୦ା୧୨: ଆଜି ଏକ ସ୍ପଷ୍ଟ ଭାବପ୍ରବଣ ଏବଂ ମାନସିକ ପରିବର୍ତ୍ତନର ସଙ୍କେତ ଦେଉଛି। ଶୁକ୍ର ଧନୁ ରାଶିରେ ପ୍ରବେଶ କରିବା ଏବଂ ଚନ୍ଦ୍ର ସେଠାରେ ପୂର୍ବରୁ...

ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri