ଏମିତି କଲେ ଘରେ ଦେଖାଯିବ ନାହିଁ ଧନର ଅଭାବ

ଯେତେବେଳେ ଘରର ଉଭୟ ଦିଗରେ ଦିଗରେ ବାସ୍ତୁ ଦୋଷ ଦେଖାଯାଏ ସେହି ସମୟରେ ଆର୍ଥିକ ସମସ୍ୟା ସମ୍ମୁଖୀନ ହେବାକୁ ପଡ଼ିଥାଏ। ଘରର ବାସ୍ତୁ ଦୋଷ ହଟାଇଲେ କୁବେର ଏବଂ ମା’ ଲକ୍ଷ୍ମୀ ଖୁସି ହୁଅନ୍ତି ବୋଲି ବାସ୍ତୁଶାସ୍ତ୍ରରେ ବର୍ଣ୍ଣନା ହୋଇଛି। ବାସ୍ତୁ ଅନୁଯାୟୀ, ଘରେ ଟଙ୍କା ଏବଂ ସମ୍ପତ୍ତି ବୃଦ୍ଧି ପାଇଁ କେଉଁ କଥାକୁ ଧ୍ୟାନରେ ରଖିବା ଉଚିତ ଜାଣନ୍ତୁ।

ଘରର ଉତ୍ତର ଦିଗର କାନ୍ଥଗୁଡ଼ିକ ନୀଳ ରଙ୍ଗର ହେବା ଉଚିତ୍‌।
ପାଣି ଟ୍ୟାପ୍‌ ଉତ୍ତର ଦିଗରେ ରହିବା ଉଚିତ୍‌ ।
ଶଙ୍ଖ, ରୂପା ମୁଦ୍ରା କିମ୍ବା ରୂପା କଇଁଛକୁ ପାଣିରେ ରଖିବା ଆବଶ୍ୟକ।

ସାଜସଜ୍ଜା ସାମଗ୍ରୀରେ ଘରର ଉତ୍ତର ଦିଗରେ ଆକ୍ୱାରିୟମ ରଖିବା ଜରୁରୀ।

କୁବେରଙ୍କ ନିର୍ଦ୍ଦେଶ ଯୋଗୁ ଆଲମାରୀ ଉତ୍ତରରେ ରଖନ୍ତୁ।
ଉତ୍ତର ଦିଗରେ ନୀଳ ପିରାମିଡ ରଖିବା ଦ୍ୱାରା ସମ୍ପତ୍ତି ବଢ଼ିଥାଏ।

ପୂର୍ବ-ଉତ୍ତର କୋଣରେ ମୂର୍ତ୍ତି ରଖି ଭଗବାନ ଗଣେଶ ଏବଂ ଲକ୍ଷ୍ମୀଙ୍କୁ ପୂଜା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଅଗଷ୍ଟ ୧୫ରୁୁ ୪ ରାଶିଙ୍କ ଫିଟିବ ଭାଗ୍ୟ! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ବର୍ଷ ପରେ ବୁଧ-ମଙ୍ଗଳ ଗଠନ କରିବେ ଦଶାଙ୍କ ଯୋଗ: ମେଷ-କନ୍ୟା ସମେତ ଏହି ୫ ରାଶିଙ୍କ ସହ ଘଟିବ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୪ ଅଗଷ୍ଟ ୨୦୨୬ ଦିନ ଦ୍ୱିପ୍ରହର ୧୨ଟା ୩୭ ମିନିଟରେ ବୁଧ ଓ ମଙ୍ଗଳ ଗ୍ରହ ବର୍ଷ ପରେ ଦଶାଙ୍କ ଯୋଗ ଗଠନ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଅଧିକ ଲୁଣ ଖାଉଥିଲେ ସାବଧାନ! ଚେତାବନୀ ଦେଲା WHO, ପଢନ୍ତୁ ଦୌନିକ କେତେ ଖାଇବା ଉଚିତ୍‌

ନୂଆଦିଲ୍ଲୀ,୧୪।୮: ଖାଦ୍ୟର ସ୍ବାଦ ବଢ଼ାଇବା ପାଇଁ ଲୁଣ ଅତ୍ୟନ୍ତ ଜରୁରୀ। କିନ୍ତୁ ଲୁଣର ପରିମାଣ ଉପରେ ନଜର ରଖିବା ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ। ପ୍ରତିଦିନ ଆବଶ୍ୟକତାଠାରୁ ଅଧିକ…

ଆଜି ମେଷ-ମିଥୁନ ସମେତ ୫ ରାଶିର ଭାଗ୍ୟୋଦୟ, ଗ୍ରହ ଚଳନରୁ ଧନ- କ୍ୟାରିୟରରେ ମିଳିବ ବଡ଼ ଖୁସିଖବର

ଆଜି ଶ୍ରାବଣ ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଶୁକ୍ରବାର। ଦୃକ ପଞ୍ଚାଙ୍ଗ ଅନୁସାରେ ପ୍ରତିପଦା ତିଥି ସନ୍ଧ୍ୟା ୬ଟା ୪୬ ମିନିଟ ପର୍ଯ୍ୟନ୍ତ ରହିବ। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri