ବୃଷଭ ବାହାନରେ ବୁଲିଲେ ଚନ୍ଦ୍ରଶେଖର

ଖଲ୍ଲିକୋଟ,୧୮।୩(ଡି.ଏନ୍‌,ଏ.):ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ଦୋଳ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏହି ଅବସରରେ ସକଳେଶ୍ୱର ମହାଦେବଙ୍କ ବିଜେ ପ୍ରତିମା ଚନ୍ଦ୍ରଶେଖର ଠାକୁର ବୃଷଭ ବାହାନରେ ସାହି ପରିକ୍ରମା କରିଥିଲେ। ଉତ୍ସବରେ ରାଜଅଗ୍ନୀ ସଂଯୋଗ ପରେ ଶକଳେଶ୍ୱର ମନ୍ଦିର ବେଢାରେ ଥିବା ଦୋଳ ମଣ୍ଡପକୁ ପ୍ରଭୁ ଚନ୍ଦ୍ରଶେଖରଙ୍କ ପ୍ରତିମା ବିଜେ କରାଯାଇଥିଲା। ଏହାକୁ ଦେଖିବା ପାଇଁ ଅଞ୍ଚଳର ବହୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ପାଗ, ମାଘ ମେଳାରେ ଭିଡ଼

ଢେଙ୍କାନାଳ ଅଫିସ,୧୦ା୨: ଢେଙ୍କାନାଳ ଜିଲା ମହିମା ଧର୍ମ ପୀଠ ମହିମାଗାଦି ଯୋରନ୍ଦାରେ ବିଶ୍ୱ ପ୍ରସିଦ୍ଧ ମାଘ ମେଳାର ରବିବାର ଥିଲା ତୃତୀୟ ଦିବସ। ବର୍ଷାପାଗ ଯୋଗୁ ଶନିବାର...

ଟ୍ରାନ୍ସଫର୍ମର ପୋଡ଼ି ୨ ଗାଁ ଅନ୍ଧାର

ବଇଣ୍ଡା, ୨୬।୧୦(ଡି.ଏନ୍‌.ଏ.): ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତର କୁଡ଼ାସାହି ଓ ବାଲିସାହିକୁ ବିଦ୍ୟୁତ୍‌ ଯୋଗାଉଥିବା ୬୩ କେଭି କ୍ଷମତା ବିଶିଷ୍ଟ ଟ୍ରାନ୍ସଫର୍ମର ୫ଦିନ ହେଲା ପୋଡ଼ିଯାଇଛି।...

ବନ୍ଦ ହେଲା ମନ୍ଦାରବସ୍ତ ସାପ୍ତାହିକ ହାଟ

କଣାସ,୩୧ା୩(ସ୍ବ.ପ୍ର.)- କରୋନାର ବଢ଼ୁଥିବା ପ୍ରଭାବ ଯୋଗୁ ସାରା ପୃଥିବୀ ସ୍ତମ୍ଭୀଭୂତ ହୋଇପଡିଛି। ଏହାର ମୁକାବିଲା କରିବାକୁ ସରକାର ୨୧ଦିନିଆ ଲକଡାଉନ ଘୋଷଣା କରାଯାଇଥିବାବେଳେ ବହୁ ସମର୍ଥନ...

କୋଭିଡ୍‌ ଫଣ୍ଡକୁ ଓଡିଆ ବାପ୍‌ଟିଷ୍ଟ ମଣ୍ଡଳୀ ଦେଲା ୧ଲକ୍ଷ

ଫୁଲବାଣୀ ଅଫିସ, ୫ା୫-କରୋନା ମୁକାବିଲା ଲାଗି ବହୁ ଅନୁଷ୍ଠାନ ଏବଂ ବ୍ୟକ୍ତି ବିଶେଷ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା କରି ଆସୁଛନ୍ତି। ଏହିକ୍ରମରେ ଫୁଲବାଣୀ ଅମଲାପଡା...

ଦ୍ୱନ୍ଦ୍ୱ ଦୂର କରିପାରୁନି ତଦନ୍ତ

ବଲାଙ୍ଗୀର ଅଫିସ, ୯।୧୧: କଳାହାଣ୍ଡି ଜିଲା କେଗଁା ଥାନା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ଅପହରଣ ଓ ହତ୍ୟା ଘଟଣାକୁ ମାସେ...

ଶିଶୁପୁତ୍ର ଗୁପ୍ତାଙ୍ଗରେ ଚେଙ୍କ

ଗୋପ,୧ା୨(ଡି.ଏନ୍‌.ଏ.): ଗୋପ ଥାନା ଅନ୍ତର୍ଗତ ହେଲାରି ଗ୍ରାମରେ ଶନିବାର ସନ୍ଧ୍ୟାରେ ଜଣେ ୪ ବର୍ଷର ଶିଶୁପୁତ୍ରର ଗୁପ୍ତାଙ୍ଗ ସମେତ ଶରୀରର ଏକାଧିକ ସ୍ଥାନରେ ଚେଙ୍କ ଦିଆଯାଇଛି।...

ବୋହୂଙ୍କୁ ବିଷ ପିଆଇ ହତ୍ୟା: ଶ୍ୱଶୁର ଘର ଲୋକଙ୍କ ନାମରେ ମାମଲା

ରଣପୁର,୩ା୭ (ସ୍ବ.ପ୍ର.)- ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳର ଜଣେ ବୋହୂଙ୍କୁ ଶାଶୁଘର ଲୋକେ ବିଷ ପିଆଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ନେଇ...

ଭୁଶୁଡ଼ିବ ମାଛକାନ୍ଦଣା ପୋଲ

କେନ୍ଦୁଝର,୩ା୧୧(ସ୍ବ.ପ୍ର.)-ଖଣି ଓ ଶିଳ୍ପ ସମୃଦ୍ଧ କେନ୍ଦୁଝର ଜିଲାର ବିକାଶ ପାଇଁ ବହୁ ଯୋଜନା କାର୍ଯ୍ୟକାରୀ ହେଉଥିଲେ ହେଁ ମରାମତି ଅଭାବରୁ ବହୁ ରାସ୍ତାଘାଟ ତଥା ପୋଲ...

Advertisement
Archives

Model This Week