ଦୋଳ ମହୋତ୍ସବ: ବିମାନରେ ବୁଲିଲେ ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି

ବଲାଙ୍ଗୀର ଅଫିସ, ୮।୩: ବଲାଙ୍ଗୀର ପୌରାଞ୍ଚଳ ଯାଦବ ସମାଜ ପକ୍ଷରୁ ୨୭ତମ ଦୋଳ ମହୋତ୍ସବ ଅନୁଷ୍ଠିତ ହୋଇଛି। ମହୋତ୍ସବ ପାଳନ ଅବସରରେ ସ୍ଥାନୀୟ ଯାଦବ ଭବନଠାରୁ ଏକ ଶୋଭାଯାତ୍ରା ବାହାରି ଥିଲା। ରାଧାକୃଷ୍ଣଙ୍କ ଯୁଗଳ ପ୍ରତିମୂର୍ତ୍ତିକୁ ସ୍ବତନ୍ତ୍ର ବିମାନରେ ସହର ପରିକ୍ରମା କରାଯାଇଥିଲା। ଏହି ସ୍ବତନ୍ତ୍ର ବିମାନକୁ କେବଳ ମହିଳାମାନେ ଧରିଥିଲେ।

ଶୋଭାଯାତ୍ରାରେ ଶତାଧିକ ମହିଳା ଓ ପୁରୁଷ ସାମିଲ ହୋଇଥିଲେ। ଜାତି, ଧର୍ମ ନିର୍ବିଶେଷରେ ସମସ୍ତେ ଏକାଠି ହୋଇଥିଲେ। ଏହି ଅବସରରେ ପ୍ରସିଦ୍ଧ ଗୌଡବାଡି ଖେଳ ଆୟୋଜିତ ହୋଇଥିଲା। ଏହାକୁ ସହରବାସୀ ଉପଭୋଗ କରିଥିଲେ। ଏପରିକି ଶ୍ରଦ୍ଧାଳୁମାନେ ପରସ୍ପରକୁ ରଙ୍ଗ ଲଗାଇ ଶ୍ରଦ୍ଧା, ଭଲ ପାଇବାର ବାର୍ତ୍ତା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିବାବେଳେ ଲାଗିଲା ନିଆଁ, ଜଳିଗଲା ସ୍ପେୟାର ପାଟର୍‌ସ ଦୋକାନ ସହ ଦୋକାନୀଙ୍କ ଘର

ନନ୍ଦପୁର/ପାଡୁଆ,୧୧ା୬(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): କାଳବୈଶାଖୀ ପ୍ରଭାବରେ ଗଛ ଉପୁଡ଼ି କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ଥିବାବେଳେ ବୁଧବାର ରାତିରେ ପାଡୁଆ ବଜାରରେ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri