ଦୋଳ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ

ପୁରୀ,୧୯।୩: ଶ୍ରୀମନ୍ଦିରରେ ଦୋଳ ପୂର୍ଣ୍ଣିମା ପାଇଁ ଛତିଶା ନିଯୋଗ ବୈଠକରେ ନୀତିକାନ୍ତି ଚୂଡାନ୍ତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ଆସନ୍ତା ୨୪ରେ ମେଣ୍ଡାପୋଡ଼ି ଏବଂ ୨୫ରେ ଦୋଳ ପୂର୍ଣ୍ଣିମା ଥିବାରୁ ସ୍ବତନ୍ତ୍ର ନୀତିକାନ୍ତି ନେଇ ବୈଠକରେ ଆଲୋଚନା ହୋଇଛି । ଏହି ଦୁଇ ଦିନ ଭୋର ୩ଟାରୁ ଦ୍ୱାରଫିଟା ନୀତି ହେବ । ଦୋଳପୂର୍ଣ୍ଣିମା ଦିନ ସକାଳେ ଶ୍ରୀଜିଉ ସୁନା ବେଶରେ ଦର୍ଶନ ଦେବେ । ଭକ୍ତଙ୍କୁ ଶୃଙ୍ଖଳିତ ଦର୍ଶନ ନେଇ ସମସ୍ତ ବ୍ୟବସ୍ଥା କରାଯିବ । ଗ୍ରୀଷ୍ମ ପ୍ରବାହକୁ ଦେଖି ପାନୀୟ ଜଳର ବ୍ୟବସ୍ଥା କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

ପେଟ୍ରୋଲ ପକାଇବାକୁ ଯାଉଥିବାବେଳେ ବାଇକ ଆଗକୁ ଚାଲିଆସିଲା ଷଣ୍ଢ, ଆଉ ତା’ପରେ …

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଅଗଝୋଳ ପେଟ୍ରୋଲ ପମ୍ପ ନିକଟରେ ସୋମବାର ସାରେ ହଠାତ୍‌ ବାଇକ ଆଗକୁ ଏକ ଷଣ୍ଢ ଚାଲିଆସିଲା…

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ଗୋଲକିପରଙ୍କ ଦମ୍‌ଦାର ପ୍ରଦର୍ଶନ, ଇରାନର ନକ୍‌ଆଉଟ୍‌ ଆଶା ଉଜ୍ଜୀବିତ

ଇଙ୍ଗଲଉଡ୍‌,୨୨ା୬: ଚଳିତ ଫିଫା ବିଶ୍ୱକପ୍‌ରେ ସୋମବାର ଶକ୍ତିଶାଳୀ ବେଲଜିୟମ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ ୦-୦ ଗୋଲରେ ଇରାନ ଡ୍ର’ ରଖିଛି। ଏଥିସହିତ ଦଳ ନକ୍‌ଆଉଟ୍‌ ରାଉଣ୍ଡ ଅଭିମୁଖେ…

ମନ୍ଦିର ପ୍ରବେଶକୁ ବିରୋଧ: ଏଏସପିଙ୍କୁ ଭେଟିଲେ ଆମ୍ବେଦକର ସେବକ ସଂଘ

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଜାଡ଼ଧାର ଗ୍ରାମରେ ନିର୍ଦ୍ଦିଷ୍ଟ ଏକ ଗୋଷ୍ଠୀକୁ ମନ୍ଦିର ପ୍ରବେଶ ବାରଣ ବିବାଦରେ ପୋଲିସ ଏକ ମାମଲା ରୁଜୁ କରିଛି।…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri