ଶାଶୂଘରେ ରହି ପାଇଲି ଓଏଏସ୍‌

ପାଇକମାଳ,୨୦।୧୦(ବଡ ଶତପଥୀ): ବରଗଡ଼ ଜିଲା ପାଇକମାଳର ବୋହୁ ତଥା ନୟନ ମେହେରଙ୍କ ସ୍ତ୍ରୀ ଡଲି ମେହେର ଓପିଏସ୍‌ସି ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଛନ୍ତି। ଶନିବାର ପ୍ରକାଶ ପାଇଥିବା ଫଳାଫଳରେ ସେ ୧୩୩ ର଼୍ୟାଙ୍କରେ ରହିଛନ୍ତି।

ପାଇକମାଳ ଅଞ୍ଚଳରେ ପ୍ରଥମ କରି ଜଣେ ମହିଳା ଓପିଏସ୍‌ସି ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବାରୁ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏଥିସହ ପାଇକମାଳ ଅଞ୍ଚଳରେ ମଧ୍ୟ ଖୁସିର ମାହୋଲ ଦେଖାଯାଇଛି।

ରବିବାର ପାଇକମାଳର ଖବରଦାତାମାନେ ତାଙ୍କ ବାସଭବନକୁ ଯାଇ ଡଲି ମେହେରଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଡଲି ତାଙ୍କ ସଫଳତାର ଶ୍ରେୟ ସ୍ବାମୀ, ମା’ ବାପା, ଶାଶୁ ଶ୍ୱଶୁର ଓ ପରିବାର ଲୋକଙ୍କୁ ଦେଇଛନ୍ତି। ଭବିଷ୍ୟତରେ ସରକାର ଯେଉଁ ଅଞ୍ଚଳର ଦାୟିତ୍ୱ ଦେବେ ସେଠାକାର ଉନ୍ନତି ଓ ଜନସାଧାରଣଙ୍କ ସୁବିଧା ପାଇଁ କାମ କରିବେ ବୋଲି ସେ କହିଛନ୍ତି।

ଏହି ସମୟରେ ଖବରଦାତା ବଡ଼ ଶତପଥୀ, ସୁରଥ ସାହୁ, ଧୀରେନ ମହାନ୍ତି, ମାନସ ରଞ୍ଜନ ନାୟକ, କୁଞ୍ଜ ସାହୁ, ଦୁର୍ଯ୍ୟୋଧନ ପୁଟା, ସୋମେଶ ମହାନ୍ତି ଓ ଆଦର୍ଶ ନାଥ, ଡଲିଙ୍କ ପିତା ଲିଙ୍ଗରାଜ ମେହେର, ଶ୍ୱଶୁର ଉମେଶ ମେହେର ଏବଂ ପରିବାର ଲୋକେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ସୂଚନା ଦେଲେ ମୋକିମ୍, ନୂଆ ଦଳର ନାଁ କଲେ ଘୋଷଣା!

କଟକ,୨୭।୧: ନୂଆ ଦଳ ଗଠନକୁ ନେଇ ମହମ୍ମଦ ମୋକିମ୍ ବଡ଼ ସୂଚନା ଦେଇଛନ୍ତି । ଗତ କିଛି ଦିନ ହେବ ତାଙ୍କ ନୂଆ ଦଳ ନେଇ ଚର୍ଚ୍ଚା…

ଲାଲ ବିକିନିରେ ଭାଇରାଲ ହେଲା ଡାକ୍ତରାଣୀରୁ ମଡେଲ ସାଜିଥିବା ମାନୁଷୀଙ୍କ ଫଟୋ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଏବଂ ପୂର୍ବତନ ମିସ ୱାଲର୍‌ଡ ମାନୁଷୀ ଚିଲ୍ଲର ପୁଣି ଥରେ ତାଙ୍କ ଗ୍ଲାମରସ ଷ୍ଟାଇଲ ପାଇଁ ଖବରରେ ଅଛନ୍ତି। ସମ୍ପ୍ରତି ତାଙ୍କର କିଛି…

ରାଗରେ ସ୍ତ୍ରୀକୁ କଟୁରିରେ ହାଣିଲେ ସ୍ୱାମୀ, ପରେ ବିଷ ପିଇ ଆତ୍ମହତ୍ୟା…

ପଟ୍ଟାମୁଣ୍ଡାଇ,୨୭।୧(କଳ୍ପତରୁ ନାୟକ)- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମାଳିପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସ୍ତ୍ରୀକୁ…

ଜିଲା ପ୍ରଶାସନର ଖାମଖିଆଲ ମନୋଭାବ: ଜିଲାପାଳଙ୍କ ସୋସିଆଲ ମିଡ଼ିଆ ପୋଷ୍ଟକୁ ନେଇ ବଢୁଛି ଦ୍ୱନ୍ଦ୍ୱ

ଦେବଗଡ,୨୭।୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ପ୍ରଶାସନ ପକ୍ଷରୁ ପ୍ରଶାସନିକ ଯେକୌଣସି କାର୍ଯ୍ୟକ୍ରମ ସରିଲା ପରେ ନିଜର ସୋସିଆଲ ମିଡିଆରେ ପୋଷ୍ଟ କରିଥାନ୍ତି। ଯଦ୍ୱାରା ଜନସାଧାରଣଠୁ ଆରମ୍ଭ…

ଘରକୁ ଫେରୁଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ୨ ବାଇକ୍ ଆରୋହୀ ମୃତ

ବାସୁଦେବପୁର,୨୭।୧ (ନାରାୟଣ ପ୍ରସାଦ ବାରିକ/କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଧାମରା ରାସ୍ତାର ପାରପୋଖରି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର ରାତି ପ୍ରାୟ…

ଖୁସିଖବର ଦେଲେ ରଣବୀର: ବହୁତ ରୋମାଞ୍ଚକର…

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ତାଙ୍କ ଆଗାମୀ ଫିଲ୍ମ ପାଇଁ ବ୍ୟସ୍ତ ଅଛନ୍ତି। ତାଙ୍କର ଅନେକ ବଡ଼ ପ୍ରୋଜେକ୍ଟ କାମ ଚାଲିଛି। ରଣବୀରଙ୍କ ଦୁଇଟି ପ୍ରମୁଖ…

ଭୀଷ୍ମଗିରି ଗାଁ ପୋଖରୀରେ ଭାସୁଛି ନବଜାତ ଶିଶୁକନ୍ୟାଙ୍କ ମୃତଦେହ, ବିଳମ୍ବିତ ରାତିରେ…

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ପୋଖରୀରେ ଭାସୁଛି ନବଜାତ କନ୍ୟାର ମୃତଦେହ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ବଡ଼ବନ୍ଧ ପୋଖରୀରେ ମଙ୍ଗଳବାର ସକାଳ ପ୍ରାୟ ୬…

ଧାନ ମଣ୍ଡିରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି, ସିସି କ୍ୟାମେରା…

ଗଜପତି,୨୭।୧(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଅଗରଖଣ୍ଡି ଠାରେ ଥିବା ଅସ୍ଥାୟୀ ଧାନ ମଣ୍ଡିରୁ ଲକ୍ଷାଧିକ ଟଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri