ବ୍ରହ୍ମଗିରି,୧୭।୧(ଡି.ଏନ୍.ଏ.): ଚିଲିକାରେ ମୁଖ୍ୟ ଆକର୍ଷଣ ପାଲଟିଥିବା ‘ଇରାଓ୍ବାଡି’ ଡଲ୍ଫିନର ଗଣନା କାର୍ଯ୍ୟ ରବିବାର ସକାଳୁ ଆରମ୍ଭ ହୋଇଛି । ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଓ ବନବିଭାଗର ମିଳିତ ଉଦ୍ୟମରେ ଏହି ଗଣନା ଚାଲିଛି। ଗଣନା କାର୍ଯ୍ୟରେ ୧୮ଟି ଦଳ ସାମିଲ ହୋଇଛନ୍ତି।
ବ୍ରହ୍ମଗିରି,୧୭।୧(ଡି.ଏନ୍.ଏ.): ଚିଲିକାରେ ମୁଖ୍ୟ ଆକର୍ଷଣ ପାଲଟିଥିବା ‘ଇରାଓ୍ବାଡି’ ଡଲ୍ଫିନର ଗଣନା କାର୍ଯ୍ୟ ରବିବାର ସକାଳୁ ଆରମ୍ଭ ହୋଇଛି । ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଓ ବନବିଭାଗର ମିଳିତ ଉଦ୍ୟମରେ ଏହି ଗଣନା ଚାଲିଛି। ଗଣନା କାର୍ଯ୍ୟରେ ୧୮ଟି ଦଳ ସାମିଲ ହୋଇଛନ୍ତି।
ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ ନଭେମ୍ୱର ୩ରେ ହେବ। ରାଷ୍ଟ୍ରପତିଙ୍କ ୪ ବର୍ଷର କାର୍ଯ୍ୟକାଳ ମଧ୍ୟଭାଗରେ ଅନୁଷ୍ଠିତ ହେଉଥିବାରୁ ଏହାକୁ ମିଡଟର୍ମ ବା ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ କୁୁହାଯାଏ। ଆମେରିକାର…
ନୂଆଦିଲ୍ଲୀ,୨୫।୧୦:କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଅପେକ୍ଷା ଆହୁରି ଲମ୍ୱା ହେବାରେ ଲାଗିଛି। ଜୁଲାଇ ୨୦୨୬ ପାଇଁ ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ସହାୟତା (DR) ବୃଦ୍ଧି…
ଆଜି ୨୫ ଅକ୍ଟୋବର ୨୦୨୬ ରବିବାର ଦିନ ଶରତ ପୂର୍ଣ୍ଣିମା (କୁମାର ପୂର୍ଣ୍ଣିମା) ପଡ଼ୁଛି। ଆଜି ଶରତ ପୂର୍ଣ୍ଣିମା ଅବସରରେ ଗ୍ରହମାନଙ୍କ ସଂଯୋଗରୁ ଅନେକ ଶୁଭ ଯୋଗ…
ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…
ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…
ଭୁବନେଶ୍ୱର,୨୫।୧୦ (ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍ ସମୟରେ ଉତ୍ତରପ୍ରଦେଶର ବାରାଣସୀ…
ନୂଆଦିଲ୍ଲୀ, ୨୫।୧୦: ବିଶ୍ୱର ବିଭିନ୍ନ ଦେଶ ଆଗରେ ହାତ ପତାଉଥିବା ପାକିସ୍ତାନର ସ୍ଥିତି ଏବେ ଅତ୍ୟନ୍ତ ଦୟନୀୟ। ମହଙ୍ଗା ମାଡ଼ ଓ ଆର୍ଥିକ ସଙ୍କଟ ପାକିସ୍ତାନକୁ ଅନ୍ୟ…
ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର…