Posted inଜାତୀୟ

ପୁଣି ବଢିଲା ଘରୋଇ ରୋଷେଇ ଗ୍ୟାସ ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୬ ।୭: ରୋଷେଇ ଘରେ ପୁଣି ମହଙ୍ଗା ମାଡ । ସାଧାରଣ ଜନତାଙ୍କୁ ପୁଣି ଲାଗିଲା ଝଟକା । ବୁଧବାର ଅର୍ଥାତ୍ ଜୁଲାଇ ୬ରୁ ବୃଦ୍ଧି ପାଇଛି ଘରୋଇ ରୋଷେଇ ଗ୍ୟାସ ସିଲିଣ୍ଡର ଦାମ । ଏଥର ପ୍ରତି ସିଲିଣ୍ଡର ଦାମ ୫୦ ଟଙ୍କା ବୃଦ୍ଧି ପାଇଛି । ଏହି ବର୍ଦ୍ଧିତ ଦାମ ବୁଧବାରଠାରୁ ଲାଗୁ କରାଯିବ । ଏବେ ରାଜଧାନୀ ଦିଲ୍ଲୀରେ ଗୋଟିଏ ଘରୋଇ ରୋଷେଇ ଗ୍ୟାସ ସିଲିଣ୍ଡର ଦାମ ୧୦୫୩ ଟଙ୍କାରେ ପହଞ୍ଚିଛି ।
ସେହିପରି ୫ କିଲୋଗ୍ରାମ ଏଲପିଜି ସିଲିଣ୍ଡର ଦାମ ବି ୧୮ ଟଙ୍କା ବୃଦ୍ଧି ହୋଇଛି । ହେଲେ ୧୯ କିଲୋଗ୍ରାମ ବାଲା କମର୍ସିିଆଲ ସିଲିଣ୍ଡର ଦାମରେ ୮ଟଙ୍କା ୫୦ ପଇସା କମ୍ କରି ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ…

WhatsAppର ନୂଆ ଫିଚର୍ସରୁ ବଢ଼ୁଛି ସାଇବର ଠକେଇ! ରୋକିବାକୁ କେନ୍ଦ୍ର ସରକାରଙ୍କ ମାଷ୍ଟର ପ୍ଲାନ୍

ନୂଆଦିଲ୍ଲୀ,୧।୭:  ଦେଶରେ ସାଇବର ଅପରାଧ ବୃଦ୍ଧି ପାଉଥିବା ଘଟଣା ଉପରେ ରୋକ ​​ଲଗାଇବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ପଦକ୍ଷେପର…

ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍‌ବିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ମୋଦି କ୍ୟାବିନେଟ୍‌ରେ ବଡ଼ ବୈଠକ: ରାସନ ସମେତ ୪ଟି ବଡ଼ ନିଷ୍ପତ୍ତି ସମ୍ଭବ, ସିଧାସଳଖ ପ୍ରଭାବିତ ହେବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୁଧବାର ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦେଶହିତ, ଆର୍ଥିକ ସୁଧାର…

ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…

କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ…

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri