ପାରିବାରିକ ଶତ୍ରୁତାରୁ ଆକ୍ରମଣ: ରୂପା ଅଳଙ୍କାର ଲୁଟ ଅଭିଯୋଗ

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ବଡ଼ସାହିର ଏ.ଶଙ୍କର ପାତ୍ର ଏବଂ ତାଙ୍କ ଭାଇ ଏ. ଶିବ ପାତ୍ରଙ୍କୁ ଗ୍ରାମର ଡି.ଗୌରାଙ୍ଗ ପାତ୍ର ଏବଂ ତାଙ୍କ ୪ ସହଯୋଗୀ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏପରିକି ଶଙ୍କରଙ୍କ ରୂପା ଚେନ ଏବଂ ବ୍ରେସଲେଟକୁ ଗୌରାଙ୍ଗ ଛଡାଇ ନେଇଥିବା ନେଇ ଶଙ୍କର ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୧୨୯/୨୫ ଅନୁଯାୟୀ ଅଭିଯୁକ୍ତ ମାନଙ୍କ ନାଁରେ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛନ୍ତି। ପାରିବାରିକ ଶତ୍ରୁତାରୁ ଘଟଣା ଘଟିଛି।

ଶଙ୍କର ଏବଂ ଶିବ ଦୁଇ ଭାଇଙ୍କୁ ଗୌରାଙ୍ଗ ଗାଁ ହାଇସ୍କୁଲ ନିକଟସ୍ଥ ଢ଼ିମିରା ପାହାଡ଼କୁ ଡାକି ନେଇଥିଲେ। ଦୁଇ ଭାଇ ସେଠାରେ ପହଞ୍ଚିବା ପରେ ତାଙ୍କୁ ସେ ଆକ୍ରମଣ କରି ଜୀବନରେ ମାରିଦେବାକୁ ଧମକ ଦେବା ସହ ଶଙ୍କର ପିନ୍ଧିଥିବା ରୂପା ଗହଣା ଛଡାଇ ନେଇଥିବା ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri