ଘରୋଇ ବିମାନ ଦୁର୍ଘଟଣା ଗ୍ରସ୍ତ: ୫ ମୃତ…

ଓ୍ବାଶିଂଟନ,୨୩।୨ : ଆମେରିକାର ଆର୍କାସସର ପୁଲାସ୍କି କାଉଣ୍ଟିରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଛି। ଆମେରିକାର ଗଣମାଧ୍ୟମ ଅନୁଯାୟୀ, ଟୁଇନ-ଇଞ୍ଜିନ ବିମାନ ବିଲ ଏବଂ ହିଲାରୀ କ୍ଲିଣ୍ଟନ ଜାତୀୟ ବିମାନବନ୍ଦରରୁ ଉଡ଼ାଣ କରିଥିଲା।

ଫେଡେରାଲ ଆଭିଏଶନ ଆଡମିନିଷ୍ଟ୍ରେଶନ କହିଛି ଯେ ଓହିଓର ଜନ ଗ୍ଲେନ କଲମ୍ବସ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଯିବାବେଳେ କ୍ରାଫ୍ଟ ବିଇ-୨୦ରେ ପାଞ୍ଚ ଜଣ ଯାତ୍ରୀ ଥିଲେ। ପୁଲାସ୍କି କାଉଣ୍ଟି ଲେଫ୍ଟ କୋଡି ବୁର୍କ କହିଛନ୍ତି ଯେ ଦୁର୍ଘଟଣା ସ୍ଥଳ କ୍ଲିଣ୍ଟନ ଜାତୀୟ ବିମାନବନ୍ଦରଠାରୁ କିଛି ମାଇଲ ଦୂରରେ। ଏଫଏଏ ଏବଂ ଜାତୀୟ ପରିବହନ ସୁରକ୍ଷା ବୋର୍ଡ ଏହି ଦୁର୍ଘଟଣାର ଅନୁସନ୍ଧାନ କରିବେ।

ଏଲଆରପିଡିର ଏକ ଟୁଇଟ ଅନୁଯାୟୀ ପୁଲସ୍କି କାଉଣ୍ଟି ସରିଫ କାର୍ଯ୍ୟାଳୟ, ଲିଟିଲ ରକ ପୋଲିସ ବିଭାଗ ଏବଂ ଲିଟିଲ ରକ ଅଗ୍ନିଶମ ବିଭାଗ ଖବର ପାଇ ଘଟଣାସ୍ଥଳରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ…

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ପାକୁଆ ପାଟିରେ ମାଂସ

ନିଜର ବୟସ ବଢ଼ିଯିବା ଓ ରାଜନୀତି ଏବେ ‘ଅତ୍ୟଧିକ ପ୍ରଦୂଷିତ’ ହୋଇଯାଇଥିବା ଦର୍ଶାଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ୭୯ ବର୍ଷୀୟ ସିଦ୍ଦାରାମୈୟା ୨୦୨୮ ବିଧାନସଭା ନିର୍ବାଚନ ଲଢ଼ିବେ…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍‌ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି…

ବଡ଼ ଖବର…ପ୍ରବଳ ବର୍ଷା, ଆଜି ୪ ଜିଲାରେ ସ୍କୁଲ ଛୁଟି

ଭୁବନେଶ୍ୱର,୨୮।୭: ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ।…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri