ଡୋମିନିକାନ ଗଣରାଜ୍ୟରେ ବିମାନ ଦୁର୍ଘଟଣା, ୯ ମୃତ

ଡୋମିନିକା,୧୬ ।୧୨: ଡୋମିନିକାନ ଗଣରାଜ୍ୟର ରାଜଧାନୀ ସେଣ୍ଟୋ ଡୋମିଙ୍ଗୋରେ ଏକ ବଡ ଦୁର୍ଘଟଣା ଘଟିଯାଇଛି । ବୁଧବାର ରାତିରେ ଲାସ ଆମେରିକା ଏୟାରପୋର୍ଟରେ ଜରୁରୀ ଅବତରଣ ସମୟରେ ଏକ ଘରୋଇ ବିମାନ ଦୁର୍ଘଟଣାର ଶିକାର ହୋଇଛି । ବିମାନର ଅପରେଟର ହେଲିଡୋସା ଏଭିଏଶନ ଗ୍ରୁପର ସୂଚନା ଅନୁଯାୟୀ, ଏହି ବିମାନ ଦୁର୍ଘଟଣାରେ ୯ ଜଣଙ୍କ ମୃତ୍ୟୁ ହୋଇଛି । ଏହି ଘଟଣାରେ ୭ ଯାତ୍ରୀ ଓ ୨ କ୍ରିୟୁ ମେମ୍ବରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୬ ଜଣ ବିଦେଶୀ ନାଗରିକ ଥିବା ବେଳେ ଜଣେ ଡୋମିନିକନର ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଯୁଦ୍ଧକୁ ସମ୍ଭାଳି ହେବନାହିଁ

ଜାତିସଂଘ,୪ା୧(ପି.ଟି.): ଆମେରିକାର ଏୟାର ଷ୍ଟ୍ରାଇକ୍‌ରେ ଇରାନର ଶୀର୍ଷ ସାମରିକ କମାଣ୍ଡର କାସିମ ସୋଲେମାନୀ ନିହତ ହେବା ପରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ...

କୁଇନସଲ୍ୟାଣ୍ଡର ଏକ ନିଛାଟିଆ ଅଞ୍ଚଳରେ ୨ ପୋଲିସ ଅଧିକାରୀଙ୍କ ସହ ମିଳିଲା ୬ ଜଣଙ୍କ ମୃତଦେହ

କୁଇନ୍ସଲ୍ୟାଣ୍ଡ,୧୩ ।୧୨: ଅଷ୍ଟ୍ରେଲିୟାର କୁଇନ୍ସଲ୍ୟାଣ୍ଡ ରାଜ୍ୟରେ ଥିବା ଏକ ନିଛାଟିଆ ସ୍ଥାନରୁ ୨ ଜଣ ପୋଲିସ ଅଧିକାରୀଙ୍କ ସମେତ ୬ ଜଣଙ୍କ ମୃତଦେହ ମିଳିଛି ।...

ଆମେରିକା ନିମ୍ନ ସଦନରେ ବନ୍ଧୁକ ବିଲ୍‌ ପାରିତ

ଓ୍ବାଶିଂଟନ୍‌ ୧୦ା୬: ବଫାଲୋ, ନ୍ୟୁୟର୍କ, ଉଭାଲଡେ ଗୁଳିକାଣ୍ଡ ପରେ ଆମେରିକାର ଜୋ ବାଇଡେନ୍‌ଙ୍କ ସରକାର ବୁଧବାର ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ସ୍‌ରେ ବନ୍ଧୁକ ନିୟନ୍ତ୍ରଣ ବିଲ୍‌ ଆଣିଛନ୍ତି।...

ନାଟୋ ଯୋଗୁ ଆରମ୍ଭ ହୋଇଛି ୟୁକ୍ରେନ୍‌ ଯୁଦ୍ଧ, କହିଲେ ଖାମନେଇ…

ତେହେରାନ/ମସ୍କୋ,୨୧।୭ : ରୁଷିଆ-ୟୁକ୍ରେନ ଯୁଦ୍ଧକୁ ୫ ମାସ ବିତିଗଲାଣି। ରୁଷିଆ ସୈନ୍ୟ ୟୁକ୍ରେନ୍‌ ଦଖଲ ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଅପରପକ୍ଷରେ ଇରାନ ଗସ୍ତରେ ଆସିଥିବା...

ସୁ ଚୀଙ୍କୁ ଆଉ ୪ ବର୍ଷ ଜେଲ

ନାପିତାଉ, ୧୧ା୧: ମ୍ୟାନ୍‌ମାର ଗାଦିଚ୍ୟୁତ ନେତ୍ରୀ ତଥା ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ଅଙ୍ଗ୍‌ ସାନ୍‌ ସୁ ଚୀଙ୍କୁ ସୋମବାର ଏକ କୋର୍ଟ ବେଆଇନ ଭାବେ...

ମନର ବୋଝ ହାଲ୍‌କା କରେ ସହକର୍ମୀଙ୍କ ସହ ବାର୍ତ୍ତାଳାପ

ଲଣ୍ଡନ: ବିଭିନ୍ନ ସାମାଜିକ ତଥା ଆର୍ଥିକ ସମସ୍ୟା ଯୋଗୁ ମନ ଅନେକ ସମୟରେ ଭାରାକ୍ରାନ୍ତ ହୋଇଯାଇଥାଏ। ମାନସିକ ଅବସ୍ଥାର ସାଧାରଣ ସ୍ଥିତି ଫେରାଇ ଆଣିବାରେ ଭାବର...

ପଡ଼ୋଶୀ ମହିଳାଙ୍କୁ ହତ୍ୟା କରି ହାର୍ଟ କାଢ଼ିନେଲେ, ଆଳୁ ସହ ତରକାରୀ କରି ପରିବାର ସଦସ୍ୟଙ୍କୁ ଖାଇବାକୁ ଦେଲେ; ଘଟଣା ଜଣାପଡ଼ିବା ପରେ…

ଓ୍ବାଶିଂଟନ,୨୭।୨: ଆମେରିକାରେ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ନିଜ ପଡ଼ୋଶୀ ମହିଳାଙ୍କୁ ହତ୍ୟା କରି ତାଙ୍କ ହାର୍ଟ କାଢ଼ି ନେଇଥିଲେ।...

ଆତଙ୍କବାଦ ନେଇ ଦୁଇ ପ୍ରକାର ମାନଦଣ୍ଡ ଆପଣେଇବା କ୍ଷତିକାରକ, ସୁରକ୍ଷା ପରିଷଦରେ ଭାରତର ଚେତାବନୀ…

ଜେନେଭା, ୧୦।୮ : ବିଶ୍ୱରେ ବୃଦ୍ଧି ପାଉଥିବା ଆତଙ୍କବାଦ କାର୍ଯ୍ୟକଳାପ ନେଇ ଭାରତ ପୁଣିଥରେ ବିଶ୍ୱ ସମୁଦାୟକୁ ଚେତାବନୀ ଦେଇଛି। ମିଳିତ ଜାତିସଂଘରେ ଭାରତର ରାଷ୍ଟ୍ରଦୂତ...

Advertisement
Archives

Model This Week