ଟ୍ରମ୍ପଙ୍କ ଗୋଟିଏ ଫଟୋର ମୂଲ୍ୟ ପାଖାପାଖି ୫୭କୋଟି ଟଙ୍କା!

ଓ୍ବାଶିଂଟନ,୨୭।୮: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଗୋଟିଏ ଫଟୋକୁ ଖୁବ ସମର୍ଥନ ମିଳିଛି। ସୂଚନାଯୋଗ୍ୟ, ଜର୍ଜିଆ ମାମଲାରେ ଡୋନାଲ୍ଡ ଟ୍ରମ୍ଫ ଗୁରୁବାର ଆତ୍ମ ସମର୍ପଣ କରିଥିଲେ। ଏହାପରେ ଟ୍ରମ୍ଫଙ୍କର ଅପରାଧୀଭାବେ ଫୋଲିସ ଏକ ମଗ ସଟ ନେଇଥିଲା। ଏବେ ଏହି ମଗ ସଟର ପ୍ରଭାବ କୁହାଯାଇପାରେ ଅଥବା ଟ୍ରମ୍ଫଙ୍କ ଲୋକପ୍ରିୟତା, ଗତ ଦୁଇ ଦିନରେ ଟ୍ରମ୍ଫଙ୍କୁ ମୁଳିଥିବା ଦାନ ଅକାଶଛୁଆଁ ହୋଇଛି। କୁହାଯାଉଛି କି ଗତ ଦୁଇ ଦିନରେ ଟ୍ରମ୍ଫଙ୍କୁ ପାଖାପାଖି ୭୦ ଲକ୍ଷ ଡଲାର ଅଥବା ପ୍ରାୟ ୫୭ କୋଟି ଟଙ୍କାର ଦାନ ମିଳିଛି।
ସୂଚନାଯୋଗ୍ୟ, ଜର୍ଜିଆ ନିର୍ବାଚନକୁ ରଦ୍ଦ କରିବା ପାଇଁ ଷଡଯନ୍ତ୍ର କରିଥିବା ଅଭିଯୋଗରେ ଟ୍ରମ୍ପ ଗୁରୁବାର ଫୁଲଟନ କାଉଣ୍ଟି ଜେଲରେ ଆତ୍ମସମର୍ପଣ କରିଛନ୍ତି। ଏହି ସମୟରେ ଟ୍ରମ୍ପଙ୍କ ମଗ ସଟ ମଧ୍ୟ ଅପରାଧୀଙ୍କ ପରି ନିଆଯାଇଥିଲା। ଯାହାର ଫଟୋ କପି ଟ୍ରମ୍ପ ନିଜେ ସୋସିଆଲ ମିଡିଆରେ ସେୟାର କରିଥିଲେ। ଟ୍ରମ୍ପଙ୍କ ମୁଖପାତ୍ର ଷ୍ଟିଭେନ ଚେଙ୍ଗ କହିଛନ୍ତି ଯେ କେବଳ ଶୁକ୍ରବାର ପ୍ରାୟ ୪ ମିଲିୟନ ଡଲାର୍‌ ଦାନ ଗ୍ରହଣ କରାଯାଇଛି, ଯାହାକି ଗୋଟିଏ ଦିନରେ ସର୍ବାଧିକ ଦାନ ଅଟେ। ବିଶ୍ୱାସ କରାଯାଏ ଯେ ଟ୍ରମ୍ପ ଲୋକଙ୍କ ସହାନୁଭୂତି ହାସଲ କରୁଛନ୍ତି, ଯେଉଁ କାରଣରୁ ମଗ ସଟ ସାମ୍ନାକୁ ଆସିବା ପରେ ତାଙ୍କ ଦ୍ୱାରା ଗ୍ରହଣ କରାଯାଇଥିବା ଦାନରେ ଏକ ଆଖିଦୃଶିଆ ବୃଦ୍ଧି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଶ୍ରାବଣ ଶିବରାତ୍ରିରେ ୪ ଦୁର୍ଲଭ ରାଜଯୋଗର ମହାସଂଯୋଗ: ବୃଷ ସମେତ ୪ ରାଶିକୁ ମିଳିବ ଅପାର ଲାଭ

ଶ୍ରାବଣ ଶିବରାତ୍ରି ଅବସରରେ ଗଠିତ ହେଉଥିବା ଚାରିଟି ରାଜଯୋଗ ବୃଷ, କର୍କଟ, ତୁଳା ଓ କୁମ୍ଭ ରାଶି ପାଇଁ ବେଶ ଶୁଭ ସାବ୍ୟସ୍ତ ହେବ। ଏହି ରାଶିର…

ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…

ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri