ବଢିଲା ଟ୍ରମ୍ଫଙ୍କ ସମସ୍ୟା, ହ୍ବାଇଟ ହାଉସର ପୂର୍ବତନ କର୍ମଚାରୀ କହିଲେ ମହିଳାଙ୍କୁ କରନ୍ତି ଦୁର୍ବବ୍ୟହାର

ଓ୍ବାଶିଂଟନ,୧୨।୫: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫଙ୍କ ବିବାଦ ତାଙ୍କ ପିଛା ଛାଡୁନି। କିଛିଦିନ ହେବ ବିବାହ ତାଙ୍କ ସହ ଲାଗି ରହିଛି। ଲେଖିକା ଜିନ କ୍ୟାରୋଲଙ୍କ ସହ ଯୌନ ନିର୍ଯ୍ୟାତନା ମାମଲାରେ ଟ୍ରମ୍ଫଙ୍କୁ ନିକଟରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏବେ ହ୍ବାଇଟ ହାଉସରେ ଟ୍ରମ୍ଫଙ୍କ କର୍ମଚାରୀଙ୍କ ଦୁଇଟି ମହିଳା ମଧ୍ୟ ଏବେ ଟ୍ରମ୍ଫ ତାଙ୍କ ପ୍ରତି ଦୁର୍ବବ୍ୟହାର କରିଥିବା ଅଭିଯୋଗ ଆଣିଛନ୍ତି।  ଟ୍ରମ୍ଫ ପ୍ରଶାସନର ଅଂଶ ଥିବା ଜଣେ ବରିଷ୍ଠ ପ୍ରଶାସକ ଦାବି କରିଛନ୍ତି କି ଟ୍ରମ୍ଫ କର୍ମଚାରୀଙ୍କ ମଧ୍ୟରେ ଥିବା ଜଣେ ଯୁବା ମହିଳାଙ୍କ ଉପରେ ଅଧିକ ରୁଚି ରଖିଥାଆନ୍ତି। ଆଉ ସେ ଖୋଲାଖୋଲି ଭାବେ ମହିଳାଙ୍କ ସହ ଅଭଦ୍ର ବ୍ୟବହାର କରିଥାଆନ୍ତି।
ଟ୍ରମ୍ପ ପ୍ରଶାସନରେ ହ୍ବାଇଟ ହାଉସର କର୍ମଚାରୀ ଥିବା ଦୁଇଜଣ ମହିଳା ଅଭିଯୋଗ କରିଛନ୍ତି ଯେ ଟ୍ରମ୍ପ ସେମାନଙ୍କୁ ଯୌନ ର୍ନିଯାତନା ଦେଇଛନ୍ତି। ଟେଲିଭିଜନ ସାକ୍ଷାତକାରରେ ସେମାନେ ଏହି ଅଭିଯୋଗ କରିଛନ୍ତି। ଟ୍ରମ୍ପଙ୍କ ଅଧ୍ୟକ୍ଷତାରେ ହ୍ବାଇଟ ହାଉସର ପ୍ରେସ ସେକ୍ରେଟାରୀ ଥିବା ଷ୍ଟେଫାନି ଗ୍ରିସାମ ଏବଂ ହ୍ବାଇଟ ହାଉସର ପରାମର୍ଶଦାତା ଆଲିସା ଫାରାହ ଗ୍ରିଫିନ ଅଭିଯୋଗ କରିଛନ୍ତି ଯେ ଟ୍ରମ୍ପ ମହିଳାଙ୍କ ସହ ଅଭଦ୍ର ବ୍ୟବହାର କରୁଛନ୍ତି ଏବଂ ହ୍ବାଇଟ ହାଉସର ସମସ୍ତ ବରିଷ୍ଠ କର୍ମଚାରୀ ଏହା ଜାଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri