ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ତାଙ୍କର ସ୍ବତନ୍ତ୍ର ବିମାନ ଏୟାର ଫୋର୍ସ ୱାନରେ ବୈଦ୍ୟୁତିକ ତ୍ରୁଟି ଦେଖାଦେଇଥିଲା।

ହ୍ବାଇଟ ହାଉସ ଅନୁଯାୟୀ, ସୁରକ୍ଷା ଦୃଷ୍ଟିରୁ, ବିମାନଟିକୁ ତୁରନ୍ତ ମେରିଲ୍ୟାଣ୍ଡର ଜଏଣ୍ଟ ବେସ ଆଣ୍ଡ୍ରୁଜକୁ ଫେରାଇ ଦିଆଯାଇଥିଲା ଯାହାଦ୍ୱାରା ରାଷ୍ଟ୍ରପତି କୌଣସି ବିପଦ ବିନା ଅନ୍ୟ ଏକ ବିମାନରେ ଯାତ୍ରା କରିପାରିବେ। ହ୍ବାଇଟ ହାଉସ ପ୍ରେସ ସଚିବ କାରୋଲିନ ଲେଭିଟ ସ୍ପଷ୍ଟ କରିଛନ୍ତି ଯେ ରାଷ୍ଟ୍ରପତି ଟ୍ରମ୍ପଙ୍କ ଡାଭୋସ ଯାତ୍ରା ବାତିଲ କରାଯାଇ ନାହିଁ। ସେ କହିଛନ୍ତି ଯେ ଯାନ୍ତ୍ରିକ ସମସ୍ୟା ଯୋଗୁ ବିମାନକୁ କେବଳ ପରିବର୍ତ୍ତନ କରାଯାଇଛି ଏବଂ ରାଷ୍ଟ୍ରପତି ନୂତନ ବିମାନରେ ସ୍ବିଜରଲାଣ୍ଡ ଯିବେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri