ଭାରତ ବିରୋଧରେ ବଡ଼ ଆକ୍ସନ ନେଲେ ଟ୍ରମ୍ପ, ଅବୈଧ ପ୍ରବାସୀକୁ ନେଇ…

ଓ୍ବାଶିଂଟନ୍‌,୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ ପରେ ଆମେରିକା ଅବୈଧ ପ୍ରବାସୀମାନଙ୍କ ବିରୋଧରେ ଏକ ବଡ଼ ନିର୍ବାସନ ଅଭିଯାନ ଆରମ୍ଭ କରିଛି। ଏହା ଅନ୍ତର୍ଗତ ସୋମବାର (୩ ଫେବୃଆରୀ) ଏକ ଆମେରିକୀୟ ସାମରିକ ବିମାନ ଅବୈଧ ପ୍ରବାସୀମାନଙ୍କୁ ନେଇ ଭାରତ ଅଭିମୁଖେ ଯାତ୍ରା କରିଛି। ରିପୋର୍ଟ ଅନୁଯାୟୀ, ଆମେରିକୀୟ ଅଧିକାରୀମାନେ ନିଶ୍ଚିତ କରିଛନ୍ତି ଯେ ବିମାନଟି ଅତି କମରେ ୨୪ ଘଣ୍ଟା ମଧ୍ୟରେ ଭାରତରେ ପହଞ୍ଚିବ।

ହ୍ବାଇଟ ହାଉସକୁ ଫେରିବା ପରେ ରାଷ୍ଟ୍ରପତି ଟ୍ରମ୍ପଙ୍କର ଏହା ପ୍ରଥମ ଭାରତ ନିର୍ବାସନ। ଟ୍ରମ୍ପ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସହ ଆମେରିକାରେ ଭାରତୀୟ ଅବୈଧ ପ୍ରବାସୀମାନଙ୍କ ପ୍ରସଙ୍ଗରେ ଆଲୋଚନା କରିଥିଲେ। ପୂର୍ବରୁ ଭାରତ ଅବୈଧ ପ୍ରବାସୀମାନଙ୍କୁ ଫେରାଇ ନେବାକୁ ରାଜି ହୋଇଥିଲା ଏବଂ ପ୍ରାୟ ୧୮,୦୦୦ ଅବୈଧ ପ୍ରବାସୀଙ୍କୁ ଫେରାଇ ଆଣିବା ବିଷୟରେ କଥା ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri