ଏବେ ହୋଇପାରିବେନି ରାଷ୍ଟ୍ରପତି, ୭୫ ଦିନ କରିବାକୁ ପଡିବ ଅପେକ୍ଷା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ୍‌,୭।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନର ଭୋଟ ଫଳ ସ୍ପଷ୍ଟ ହୋଇଛି । ତଥାପି ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ସମାରୋହ ୨୦୨୫ ଜାନୁଆରୀ ୨୦ରେ ଅନୁଷ୍ଠିତ ହେବ । ଅର୍ଥାତ ଭୋଟ ଫଳ ଆସିବାର ୭୫ ଦିନ ପରେ ହିଁ ଟ୍ରମ୍ପ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ହୋଇପାରିବେ । ତେବେ କାହିଁକି ତାଙ୍କୁ ୭୫ ଦିନର ରାଜ ମୁକୁଟ ପିନ୍ଧିବାକୁ ୭୫ ଦିନ ସମୟ ଲାଗିବ ଜାଣନ୍ତୁ…

ଶପଥ ପାଇଁ ଦୀର୍ଘ ଦିନ ଲାଗିବା ପଛରେ କାରଣ ରହିଛି । ଆମେରିକାକୁ ୧୭୭୬ରେ ସ୍ବାଧୀନତା ପ୍ରାପ୍ତ ହୋଇଥିଲା । ସେ ସମୟରେ ଅଧିକାଂଶ ଲୋକ ଦୂରଦୂରାନ୍ତ ଅଞ୍ଚଳରେ ବାସ କରୁଥିଲେ । ନିର୍ବାଚନ ପରେ ଭୋଟ ଗଣତି, ଇଲେକ୍ଟରଙ୍କ ବୈଠକ, କଂଗ୍ରେସ ପର୍ଯ୍ୟନ୍ତ ଭୋଟ ପହଞ୍ଚାଇବାରେ ଅଧିକ ସମୟ ଲାଗୁଥିଲା । ତେଣୁ ଭୋଟିଂରୁ ଶପଥ ଗ୍ରହଣ ମଧ୍ୟରେ ଦୀର୍ଘ ଦିନର ବ୍ୟବଧାନ ରଖାଯାଇଥିଲା ।

ପ୍ରାରମ୍ଭିକ ସମୟରେ ଏହି ବ୍ୟବଧାନ ଆହୁରି ଅଧିକ ଥିଲା । ୧୭୮୯ରେ ପ୍ରଥମ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ଏପ୍ରିଲ ୩୦ରୁ ହୋଇଥିଲା । ଦ୍ୱିତୀୟ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ୧୭୯୩ ମାର୍ଚ୍ଚ ୪ରୁ ଆରମ୍ଭ ହୋଇଥିଲା ଏବଂ ଏହା ପରମ୍ପରା ହୋଇଯାଇଥିଲା । ନଭେମ୍ବରରେ ନିର୍ବାଚନ ହେବା ପରେ ମାର୍ଚ୍ଚ ପର୍ଯ୍ୟନ୍ତ ବହୁତ ସମୟ ନଷ୍ଟ ହେଉଥିଲା ।କ୍ୟାବିନେଟ ଗଠନ ଲାଗି ଏତେ ସମୟର ଆବଶ୍ୟକତା ନ ଥିଲା । ତେଣୁ ୧୯୩୩ରେ ରାଷ୍ଟ୍ରପତି ଫ୍ରାଙ୍କଲିନ ଡି ରୁଜଭେଲ୍ଟଙ୍କ ଶପଥ ଗ୍ରହଣ ପୂର୍ବରୁ ବିଂଶତମ ସମ୍ବିଧାନ ସଂଶୋଧନ ଜରିଆରେ ଜାନୁଆରୀ ୨୦କୁ ନୂଆ କାର୍ଯ୍ୟକାଳର ଆରମ୍ଭ ତାରିଖ ଧାର୍ଯ୍ୟ ହୋଇଥିଲା । ୨୦୧୩ରେ ବାରାକ ଓବାମା ନିଜ କାର୍ଯ୍ୟକାଳ ଜାନୁଆରୀ ୨୧ ସୋମବାରରୁ ଆରମ୍ଭ କରିଥିଲେ । ତାଙ୍କ ପୂର୍ବରୁ ରାଷ୍ଟ୍ରପତି ଡୱାଇଟ ଡି ଆଇଜନହାୱର ଏବଂ ରୋନାଲ୍ଡ ରିଗନ ମଧ୍ୟ ଜାନୁଆରୀ ୨୧ରୁ କାର୍ଯ୍ୟଭାର ସମ୍ଭାଳିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମରଣାନ୍ତକ ଆକ୍ରମଣ କରି ଫସିଲେ, ମାସେ ପରେ ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri