୨୦୨୪ ମାର୍ଚ୍ଚ ୩ରେ ହେବ ଡୋନାଲ୍ଡ ଟ୍ରମ୍ପଙ୍କ ମାମଲାର ଶୁଣାଣି

ଓ୍ବାଶିଂଟନ୍‌,୨୯।୮: ୨୦୨୦ ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ଅଗ୍ରାହ୍ୟ କରିବାକୁ ଚେଷ୍ଟା କରୁଥିବା ଅଭିଯୋଗରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅଡୁଆ ଥମିବାର ନାଁ ନେଉନାହିଁ। ସୋମବାର ବିଚାରପତି ୱାଶିଂଟନ୍‌ରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମାମଲାର ଶୁଣାଣି ପାଇଁ ୨୦୨୪ ମାର୍ଚ୍ଚ ୪ ତାରିଖ ସ୍ଥିର କରିଛନ୍ତି। ବର୍ଷ ବର୍ଷ ଧରି ମାମଲା ଆଗକୁ ନେବାକୁ ପ୍ରତିରକ୍ଷା ଅନୁରୋଧକୁ ବିଚାରପତି ଖାରଜ କରିଦେଇଛନ୍ତି। ଏଥି ସହିତ ପୂର୍ବତନ ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ, ଫେଡେରାଲ ନିର୍ବାଚନରେ ଜାଲିଆତି ଅଭିଯୋଗରେ ମାର୍ଚ୍ଚ ୨୦୨୪ରେ ଶୁଣାଣି ତାରିଖ ସ୍ଥିର କରିବା ବିରୋଧରେ ସେ ଅପିଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri