ଟ୍ରମ୍ପ ବୁଝନ୍ତି ନାହିଁ ରାଷ୍ଟ୍ରପତି ପଦର ଅର୍ଥ: କମଳା-ବିଡେନ

ଓ୍ବାଶିଂଟନ,୨୯।୮: ଆମେରିକାରେ ଆସନ୍ତା ନଭେମ୍ବରରେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ହେବାକୁ ଥିବା ବେଳେ ଡେମୋକ୍ରାଟିକ ଓ ରିପବ୍ଲିକ ପାର୍ଟିର ପ୍ରାର୍ଥୀ ଜଣେ ଅନ୍ୟ ଜଣଙ୍କୁ ଟାର୍ଗେଟ କରିଛନ୍ତି। ଡେମୋକ୍ରାଟିକ ପାର୍ଟିର ପ୍ରାର୍ଥୀଜୋ ବିଡେନ ଓ କମଳା ହାରିସ ରିପବ୍ଲିକ ପାର୍ଟିର ପ୍ରାର୍ଥୀ ତଥା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପକୁ ଟାର୍ଗେଟ କରିଛନ୍ତି। ଏମାନେ କହିଛନ୍ତି ଟ୍ରମ୍ପ ରାଷ୍ଟ୍ରପତି ପଦର ଅର୍ଥ ବୁଝନ୍ତି ନାହିଁ। ବିଡେନ ଆମେରିକାରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ନେଇ ଟ୍ରମ୍ପଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି ଠିକ୍‌ ସମୟରେ ଟ୍ରମ୍ପ ଠିକ୍‌ ପଦକ୍ଷେପ ନ ନେବାରୁ ଆମରିକାରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏହାସହ ଦେଶରେ ହେଉଥିବା ବିରୋଧ ପ୍ରଦର୍ଶନ ପାଇଁ ମଧ୍ୟ ଟ୍ରମ୍ପ ଦାୟୀ। ଏହାସହ ଉପରାଷ୍ଟ୍ରପତି ପ୍ରାର୍ଥୀ କମଲା ମଧ୍ୟ ଟ୍ରମ୍ପଙ୍କ ବିରୋଧରେ ସମାନ ଅଭିଯୋଗ ଆଣି କହିଛନ୍ତି ଟ୍ରମ୍ପ ରାଷ୍ଟ୍ରପତି ପଦର ଅର୍ଥ ବୁଝନ୍ତି ନାହିଁ। ବିଡେନ କହିଛନ୍ତି ଆମେରିକାରେ ହେଉଥିବା ହିଂସା କେବଳ ଟ୍ରମ୍ପଙ୍କ ସମୟରେ ହୋଇଛି। ଟ୍ରମ୍ପ କରୋନା ସଂକ୍ରମଣକୁ ନେଇ ବିଶେଷଜ୍ଞଙ୍କ ରାୟ ଗ୍ରହଣ କଲେ ନାହିଁ। ଠିକ୍‌ ସମୟରେ ଉଚିତ ପଦକ୍ଷେପ ନେଲେ ନାହିଁ ଯାହାପାଇଁ ଏବେ ଆମକୁ ବହୁ ମୂଲ୍ୟ ଦେବାକୁ ପଡୁଛି। ହଜାର ହଜାର ସଂଖ୍ୟାରେ ଜନତା କରୋନା ସଂକ୍ରମିତ ହୋଇ ଆଖି ବୁଜୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?