ପୂର୍ବତନ ରାଷ୍ଟ୍ରପତିଙ୍କୁ ଗୁଳିମାଡ଼, ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

ୱାଶିଂଟନ୍‌, ୧୪।୦୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ହୋଇଛି ।  ପେନ୍‌ସ୍ଲେଭାନିଆରେ ଆୟୋଜିତ ଏକ ରାଲିରେ ତାଙ୍କ ଉପରକୁ ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି । ଗୁଳି ଶବ୍ଦ ଶୁଣି ତାଙ୍କର ଅଙ୍ଗରାଖୀମାନେ ତାଙ୍କୁ ମଞ୍ଚ ଉପରୁ ଓହ୍ଲାଇ ଦେଇଥିଲେ । ଏହି ସମୟରେ ତାଙ୍କର ଡାହାଣ କାନରୁ ରକ୍ତ ବାହାରୁଥିବା ଦେଖିବାକୁ ମିଳିଥିଲା । ହେଲେ ସେ ଏବେ ବିପଦ ମୁକ୍ତ ରହିଛନ୍ତି । ଅନ୍ୟପଟେ ଏହି ଗୁଳିମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଛି ।

ସୂଚନା ଥାଉକି, ଆମେରିକାରେ ନଭେମ଼୍ବର ମାସରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି । ଏହି ସମୟରେ ପୂର୍ବତନ ରାଷ୍ଟ୍ରପତିଙ୍କ ଉପରକୁ ଗୁଳିମାଡ଼ ଆମେରିକା ନାଗରିକଙ୍କ ଚିନ୍ତା ବଢ଼ାଇଛି। ଏନେଇ ସିକ୍ରେଟ ସର୍ଭିସ ଏକ୍ସରେ ଏକ ପୋଷ୍ଟ କରି କହିଛି ଯେ, ପୂର୍ବତନ ରାଷ୍ଟ୍ରପତି ସୁରକ୍ଷିତ ଅଛନ୍ତି ।

ତେବେ ଟ୍ରମ୍ପଙ୍କୁ ଗୁଳିମାଡ଼ ସମୟରେ ଜଣେ ଶୁଟର୍‌ ରାଲି ଭିଡରେ ଉପସ୍ଥିତ ଥିବା ବେଳେ ଅନ୍ୟ ଜଣେ ୧୦୦ ଫୁଟ୍‌ ଦୂର ଏକ କୋଠାର ଛାତରେ ଥିଲେ। ସେଠାରୁ ସେ ଟ୍ରମ୍ପଙ୍କୁ ଟାର୍ଗେଟ କରିଥିଲେ। ହେଲେ ସୁରକ୍ଷାକର୍ମୀମାନେ ତାଙ୍କୁ ହତ୍ୟା କରିଥିଲେ। ଗୁଳି ବାଜିବା ପରେ ମଧ୍ୟ ଟ୍ରମ୍ପ ସ୍ଲୋଗାନ ଜାରି ରଖିଥିଲେ। ଘଟଣାକୁ ନେଇ ଦେଶରେ ଉତ୍ତେଜନା ବଢ଼ିଥିବା ବେଳେ ନ୍ୟୁୟର୍କରେ ସୁରକ୍ଷା କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ-ସ୍ତ୍ରୀ ମୃତ, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri