ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ ଟ୍ରମ୍ପ ଏହି ପଦକ୍ଷେପ ନେଇଥିବା ଜଣାପଡିଛି। ସେ କହିଛନ୍ତି ଯେ ଇରାନ ପ୍ରସ୍ତାବ ପାଇବା ପର୍ଯ୍ୟନ୍ତ ସେ ଯୁଦ୍ଧବିରତି ବୃଦ୍ଧି କରୁଛନ୍ତି। ଏହା ଅସ୍ଥାୟୀ ଭାବରେ ଯୁଦ୍ଧ ବନ୍ଦ କରିଛି ଏବଂ ମଧ୍ୟସ୍ଥି ପାକିସ୍ତାନକୁ ଆମେରିକା ଏବଂ ଇରାନ ମଧ୍ୟରେ ଏକ ନୂତନ ପର୍ଯ୍ୟାୟ ଆଲୋଚନା ଆୟୋଜନ କରିବାକୁ ସମୟ ଦେଇଛି।

ଡୋନାଲ୍ଡ ଟ୍ରମ୍ପ ଏକ ସାମାଜିକ ଗଣମାଧ୍ୟମ ପୋଷ୍ଟରେ ଲେଖିଛନ୍ତି ଯେ ସେ ବୁଝନ୍ତି ଯେ ଇରାନ ସରକାର ଗଭୀର ଭାବରେ ବିଭକ୍ତ। ପାକିସ୍ତାନର ଫିଲ୍ଡ ମାର୍ଶାଲ ଅସୀମ ମୁନିର ଏବଂ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଯୁଦ୍ଧବିରତି ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। “ଆମକୁ କୁହାଯାଇଛି ଯେ ଇରାନ ଉପରେ ଆକ୍ରମଣ ନ କରିବାକୁ ଯେପର୍ଯ୍ୟନ୍ତ ସେମାନଙ୍କର ନେତା ଏବଂ ପ୍ରତିନିଧିମାନେ ସର୍ବସମ୍ମତ ପ୍ରସ୍ତାବ ନେଇ ନଆସନ୍ତି, ବର୍ତ୍ତମାନ ପାଇଁ ଯୁଦ୍ଧର ବିପଦ ଟଳିଯାଇଛି ବୋଲି ସେ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri