ଏବେବି ପରାଜୟ ସ୍ୱୀକାର କରିବାକୁ ପ୍ରସ୍ତୁତ ନାହାଁନ୍ତି ଟ୍ରମ୍ପ

ୱାଶିଂଟନ,୮ ।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ସରିଥିବା ବେଳେ ଏଥିରେ ଡେମୋକ୍ରାଟିକ ଦଳର ପ୍ରାର୍ଥୀ ଜୋ ବାଇଡେନ ବିଜୟ ଲାଭ କରି ରାଷ୍ଟ୍ରପତି ପଦରେ ବସିବାକୁ ସଜବାଜ ହେଲେଣି । ହେଲେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେବି ନିଜର ପରାଜୟ ସ୍ୱୀକାର କରିବାକୁ ପ୍ରସ୍ତୁତ ନାହାଁନ୍ତି । ଟ୍ରମ୍ପ କହିଛନ୍ତି ଏଥର ନିର୍ବାଚନରେ ଜାଲିଆତି କରାଯାଇଛି । ତେଣୁ ମୁଁ ବିଜୟ ଲାଭ କରିଛି । ସେ କହିଛନ୍ତି ମୋତେ ୭କୋଟି ୧୦ ଲକ୍ଷ ଭୋଟ ମିଳିଛି ଯାହା ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ମିଳିଥିବା ଭୋଟଠାରୁ ଯଥେଷ୍ଟ ଅଧିକ ତେଣୁ ମୋର ବିଜୟ ହୋଇଛି । ରିପବ୍ଲିକ ପାର୍ଟି ଅଭିଯୋଗ କରିଛି କି ନିର୍ଦ୍ଧାରିତ ସମୟ ପରେ ଫଳାଫଳ ଆସିବା ନିଶ୍ଚିତ ଭାବେ ଏକ ଯୋଜନା । ତେଣୁ ଭୋଟ ଗଣତି ସମୟ ଶେଷ ହୋଇଥିବା ସମୟରେ ଟ୍ରମ୍ପ ଆଗୁଆ ଥିବାରୁ ତାଙ୍କର ବିଜୟ ହୋଇଥିବା ସେ ଏବେବି ଦାବି କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରୁ ଦିବ୍ୟାଙ୍ଗ ନାବାଳିକାଙ୍କୁ ଉଠାଇ ନେବା ଘଟଣା ୧୦ କିମି ଦୂର ଗାଁରୁ ଉଦ୍ଧାର

ଛତ୍ରପୁର,୩୧।୮,(ଦିଲ୍ଲୀପି ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ସମ୍ପର୍କୀୟ ପରିଚୟ ଦେଇ ଜଣେ ବ୍ୟକ୍ତି ଉଠାଇ ନେବା ଘଟଣାରେ…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ଅଙ୍କିତ ବାଲିୟାନ ହତ୍ୟାକାଣ୍ଡ: ୫ଦିନରେ ପୋଲିସ ଏନକାଉଣ୍ଟରରେ ୨ ସୁଟର ନିହତ

ଚଣ୍ଡିଗଡ଼,୩୧।୮: ଶାମଲି ପୋଲିସ ଏକ ଏନକାଉଣ୍ଟର ସମୟରେ ହରିୟାଣଭି ଗାୟକ ଅଙ୍କିତ ବାଲିୟାନଙ୍କ ହତ୍ୟାରେ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗୁଳି କରି ହତ୍ୟା କରିଛି। ଅଭିଯୁକ୍ତମାନଙ୍କୁ ସୁମିତ…

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri