ବଳାତ୍କାର ମାମଲାର ଶୁଣାଣି ସମୟରେ କୋର୍ଟରେ ପୀଡ଼ିତାଙ୍କୁ ଅପଶବ୍ଦ କହିଲେ ପୂର୍ବତନ ରାଷ୍ଟ୍ରପତି

ୱାଶିଂଟନ,୧୪ ।୧: ଜଣେ ଲେଖିକା ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫଙ୍କ ବିରୋଧରେ ୯୦ ଦଶକରେ ଏକ ବଳାତ୍କାର ଅଭିଯୋଗ ଆଣିଥିଲେ । ଏହାପରେ ପୀଡ଼ିତା ଟ୍ରମ୍ଫଙ୍କ ବିରୋଧରେ କୋର୍ଟରେ କେଶ ଫାଇଲ କରିଥିଲେ । ଏହି ମାମଲାର ଶୁଣାଣି ସମୟରେ ଡୋନାଲ୍ଡ ଟ୍ରମ୍ଫ ପୀଡ଼ିତାଙ୍କୁ ଅପମାନିତ କରିଥିଲେ ଏବଂ ତାଙ୍କ ବିରୋଧରେ ମାମଲା ଦାୟର କରିବାକୁ ଧମକ ଦେଇଥିଲେ । ସୂଚନାଯୋଗ୍ୟ, ଏଲେ ମାଗାଜିନ ସ୍ତମ୍ଭକାର ଇ ଜିନ କରୋଲ ଡୋନାଲ୍ଡ ଟ୍ରମ୍ଫଙ୍କ ଉପରେ ବଳାତ୍କାର ଅଭିଯୋଗ ଆଣିଛନ୍ତି । ଶୁଣାଣି ସମୟରେ ଟ୍ରମ୍ଫ କହିଛନ୍ତି, ମୁ କିଛି କରିଥିଲି, କିନ୍ତୁ ଏପରି କିଛି ଘଟି ନ ଥିଲା । ମୁଁ ଏ ବିଷୟରେ ମଧ୍ୟ ଜାଣି ନାହିଁ ।

ଏହି ମାମଲାରେ ପୀଡ଼ିତାଙ୍କ ଓକିଲ ରବର୍ଟ କାପଲାନଙ୍କ ସହ ବି ଟ୍ରମ୍ଫ ସଂଘର୍ଷ କରିଥିଲେ । ଏହି ସମୟରେ ଉଭୟଙ୍କ ମଧ୍ୟରେ ତୀବ୍ର ଯୁକ୍ତି ତର୍କ ହୋଇଥିଲା । ପ୍ରକୃତରେ ଟ୍ରମ୍ପ ପୀଡ଼ିତା କାରୋଲଙ୍କୁ ଷଡଯନ୍ତ୍ରକାରୀ ବୋଲି କହିବା ସହ ତାଙ୍କ ବିରୋଧରେ ମିଥ୍ୟା ମାମଲା ରୁଜୁ କରାଯାଇଥିବା କହିଥିଲେ । ଟ୍ରମ୍ଫ ଓକିଲ ରବର୍ଟଙ୍କୁ କହିଛନ୍ତି, ଯେତେବେଳେ ଏହି ମାମଲା ଶେଷ ହେବ ସେତେବେଳେ ମୁଁ ତାଙ୍କ ବିରୋଧରେ ମାମଲା କରିବା ସହ ତୁମ ବିରୋଧରେ ବି ମାମଲା କରିବି ।
ସୂଚନାଯୋଗ୍ୟ, ପୀଡ଼ିତା ସ୍ତମ୍ଭକାର କାରୋଲ ୨୦୧୯ରେ ପ୍ରକାଶିତ ଏକ ପୁସ୍ତକରେ ଦାବି କରିଛନ୍ତି ଯେ ୯୦ ଦଶକ ମଧ୍ୟଭାଗରେ ସେ ମ୍ୟାନହେଟନ ବିଭାଗରେ ଏକ ଦୋକାନରେ ଟ୍ରମ୍ଫଙ୍କ ଦ୍ୱାରା ବଳାତ୍କାରର ଶିକାର ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri