ଆମେରିକା ରାଷ୍ଟ୍ରପତି ନିର୍ବାଚନ ୨୦୨୪: ପ୍ରାର୍ଥୀ ନାମାଙ୍କନ ତାଲିକା ଦୌଡରେ ଡିସାଣ୍ଟିସଙ୍କୁ ପଛରେ ପକାଇଲେ ଟ୍ରମ୍ଫ

ଓ୍ବାଶିଂଟନ,୨୩।୪: ଓ୍ବାର୍ଲ ଷ୍ଟ୍ରିଟ ଜର୍ନାଲର ସର୍ବେକ୍ଷଣ ହିସାବରେ ପୂର୍ବତନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ ଆଗାମୀ ରାଷ୍ଟ୍ରପତି ନାମାଙ୍କନ ଦୌଡରେ ଫ୍ଲୋରିଡାର ଗଭର୍ନର ରନ ଡିସାଂଟିସଙ୍କୁ ପଛରେ ପକାଇ ଦେଇଛନ୍ତି। ସର୍ଭେରୁ ଜଣାପଡିଛି କି ଟ୍ରମ୍ଫ ଅଧିକାଂଶ ପ୍ରାଇମେରି ଇଲେକ୍ଟୋରେଟର ସମର୍ଥନରେ ସଫଳ ହୋଇଛନ୍ତି। ଏହି ସର୍ବେକ୍ଷଣ ଆହୁରି ମଧ୍ୟ କହୁଛି ଯେ ଡିସାଂଟିସ ରାଷ୍ଟ୍ରୀୟ ସ୍ତରରେ ସଂଘର୍ଷ କରୁଛନ୍ତି। ସର୍ଭେର ପରିଣାମ ହିସାବରେ ୫୧ ପ୍ରତିଶତ ରିପବ୍ଲିକନ ପ୍ରାଥମିକ ମତଦାତା ରନ ଡିସାଂଟିସଙ୍କ ତୁଳନାରେ ଡୋନାଲ୍ଡ ଟ୍ରମ୍ଫଙ୍କୁ ସମର୍ଥନ କରୁଛନ୍ତି। ଡିସାଂଟିସଙ୍କୁ ୩୮ ପ୍ରତିଶତ ଲୋକେ ପସନ୍ଦ କରୁଛନ୍ତି। ଡିସାଂଟିସ ଫ୍ଲୋରିଡାର ଗଭର୍ନର ଭାବେ ଦ୍ୱିତୀୟ ଥର ନିର୍ବାଚିତ ହେବା ପରେ ଡିସେମ୍ବରରେ ୧୪ ଅଙ୍କ ଅଧିକ ପାଇଥିଲେ। ହେଲେ ଏବେ ତାଙ୍କର ରେଟିଂ ୧୩ ଅଙ୍କ ତଳକୁ ଖସିଯାଇଛି। ଡୋନାଲ୍ଡ ଟ୍ରମ୍ଫ ୧୨ ରିପବ୍ଲିକାନ ଦାବିଦାରଙ୍କ ମଧ୍ୟରୁ ୪୮ ପ୍ରତିଶତ ଲୋକଙ୍କ ସମର୍ଥନ ହାସଲ କରିବାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଚାକିରିଆଙ୍କ ପାଇଁ ଖୁସିଖବର: PF ଆକାଉଣ୍ଟ ଥିଲେ ମିଳିବ ୭ ଲକ୍ଷର… ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୫।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ର ମାଗଣା ଜୀବନ ବୀମା ଯୋଜନା (Free Life Insurance Policy) ବିଷୟରେ ଅଧିକାଂଶ ଭାରତୀୟ ଜାଣିନାହାନ୍ତି,…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

କ’ଣ CJP ମୁଖ୍ୟ ଅଭିଜିତ ଦିପକେ ୩ ପ୍ରବକ୍ତାଙ୍କୁ ଦେବେ ଦରମା, ସୋସଆଲ ମିଡିଆରେ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଭାରତ ଫେରିବା ଏବଂ ଜୁନ ୬ ତାରିଖରେ ଦିଲ୍ଲୀରେ ପ୍ରତିବାଦ କାର୍ଯ୍ୟକ୍ରମ ସ୍ଥିର ହେବାର କିଛି ଦିନ…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri