ଟ୍ରମ୍ପଙ୍କୁ ଝଟକା, ମାନହାନି ମାମଲାରେ ଦେବାକୁ ପଡିବ ୮୩ ମିଲିୟନ ଡଲାରର କ୍ଷତିପୂରଣ

ଓ୍ବାଶିଂଟନ୍‌,୨୭।୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମସ୍ୟା ବଢିବାରେ ଲାଗିଛି। ତାଙ୍କୁ ବର୍ତ୍ତମାନ ଲେଥିକା ଇ ଜିନ କାରୋଲଙ୍କ ବଳାତ୍କାର ଏବଂ ମାନହାନି ମାମଲାରେ ୮୩.୩ ନିୟୁତ ଡଲାରର କ୍ଷତିପୂରଣ ଦେବାକୁ ପଡିବ। ପ୍ରକୃତରେ ଟ୍ରମ୍ପ ଗୁରୁବାର ନ୍ୟୁୟର୍କ ଫେଡେରାଲ କୋର୍ଟରେ ସାକ୍ଷ୍ୟ ଦେଇଛନ୍ତି, କିନ୍ତୁ ବିବୃତ୍ତି ରେକର୍ଡ କରିବାବେଳେ ସେ କ୍ରୋଧିତ ହୋଇ କୋର୍ଟ ପରିସରରୁ ବାହାରକୁ ଚାଲିଆସିଥିଲେ। ତାଙ୍କର ଅଭିଯୋଗ ଥିଲା ଯେ ଲେଖକଙ୍କ ଯୌନ ଶୋଷଣ ଅଭିଯୋଗକୁ ଖଣ୍ଡନ କରିବାକୁ ମାତ୍ର ତିନି ମିନିଟ ସମୟ ଦିଆଯାଇଥିଲା। ତେବେ ଏହି ମାମଲାରେ ତାଙ୍କର ଅନ୍ତିମ ଶୁଣାଣି ଶୁକ୍ରବାର ହୋଇଥିଲା।

ଟ୍ରମ୍ପ ଦାବି କରିଛନ୍ତି, ସେ କାରୋଲ ବିଷୟରେ କେବେ ଶୁଣି ନ ଥିଲେ। କାରୋଲ ଏକ ମିଥ୍ୟା କାହାଣୀ ତିଆରି କରିଛନ୍ତି। ତାଙ୍କ ଓକିଲ କହିଛନ୍ତି ଯେ, କାରୋଲ ଖ୍ୟାତି ପାଇଁ ଭୋକିଲା ଏବଂ ତାଙ୍କ ଶତ୍ରୁମାନଙ୍କ ବିରୁଦ୍ଧରେ କହି ସମର୍ଥକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri