ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ମନୋନୀତ

ନ୍ୟୁୟର୍କ,୯।୯ -ନୋବେଲ ଶାନ୍ତି ପୁରସ୍କାର ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନରୱେର ସଂସଦ ପକ୍ଷରୁ ମନୋନୀତ କରାଯାଇଛି। ଇସ୍ରାଏଲ ଏବଂ ୟୁଏଇ ମଧ୍ୟରେ ହୋଇଥିବା ଐତିହାସିକ ଶାନ୍ତି ଚୁକ୍ତିରେ ଟ୍ରମ୍ପ ପ୍ରମୁଖ ଭୂମିକା ଗ୍ରହଣ କରିଥିବାରୁ ଏହି ପଦବୀ ପାଇଁ ତାଙ୍କୁ ମନୋନୀତ କରାଯାଇଛି।
ପ୍ରକାଶ ଯେ, ଚଳିତ ବର୍ଷ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏପରି ସମୟରେ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ମନୋନୀତ ହେବା ପରେ ତାଙ୍କୁ ନିର୍ବାଚନରେ ଫାଇଦା ମିଳିପାରେ। ଏହାପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ୨୦୦୯ ରେ ନୋବେଲ ଶାନ୍ତି ପୁରସ୍କାର ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri