ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ମନୋନୀତ

ନ୍ୟୁୟର୍କ,୯।୯ -ନୋବେଲ ଶାନ୍ତି ପୁରସ୍କାର ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନରୱେର ସଂସଦ ପକ୍ଷରୁ ମନୋନୀତ କରାଯାଇଛି। ଇସ୍ରାଏଲ ଏବଂ ୟୁଏଇ ମଧ୍ୟରେ ହୋଇଥିବା ଐତିହାସିକ ଶାନ୍ତି ଚୁକ୍ତିରେ ଟ୍ରମ୍ପ ପ୍ରମୁଖ ଭୂମିକା ଗ୍ରହଣ କରିଥିବାରୁ ଏହି ପଦବୀ ପାଇଁ ତାଙ୍କୁ ମନୋନୀତ କରାଯାଇଛି।
ପ୍ରକାଶ ଯେ, ଚଳିତ ବର୍ଷ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏପରି ସମୟରେ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ମନୋନୀତ ହେବା ପରେ ତାଙ୍କୁ ନିର୍ବାଚନରେ ଫାଇଦା ମିଳିପାରେ। ଏହାପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ୨୦୦୯ ରେ ନୋବେଲ ଶାନ୍ତି ପୁରସ୍କାର ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

NEET ପରୀକ୍ଷା ଦେବା ପାଇଁ ମଦ୍ୟପାନ କରି ଆସି ସିଟରେ ବସିଗଲେ ପ୍ରାର୍ଥୀ, ହେଲେ କିପରି? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୩୧।୮: ତେଲଙ୍ଗାନାର ରଙ୍ଗା ରେଡ୍ଡି ଜିଲାରେ NEET-PG ପରୀକ୍ଷା ଦେଉଥିବା ପ୍ରାର୍ଥୀ ମହମ୍ମଦ ରିଜୱାନ ମଦ୍ୟପାନ କରି ପରୀକ୍ଷାସ୍ଥଳରେ ପହଞ୍ଚିଥିଲେ। ସେ ସୁରକ୍ଷା ବ୍ୟବସ୍ଥାକୁ ଭେଦ କରି…

ଅଙ୍କିତ ବାଲିୟାନ ହତ୍ୟାକାଣ୍ଡ: ୫ଦିନରେ ପୋଲିସ ଏନକାଉଣ୍ଟରରେ ୨ ସୁଟର ନିହତ

ଚଣ୍ଡିଗଡ଼,୩୧।୮: ଶାମଲି ପୋଲିସ ଏକ ଏନକାଉଣ୍ଟର ସମୟରେ ହରିୟାଣଭି ଗାୟକ ଅଙ୍କିତ ବାଲିୟାନଙ୍କ ହତ୍ୟାରେ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗୁଳି କରି ହତ୍ୟା କରିଛି। ଅଭିଯୁକ୍ତମାନଙ୍କୁ ସୁମିତ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ମଝି ସମୁଦ୍ରରେ ବୁଡ଼ିଗଲା ବୋଟ୍‌, ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି , ନିଖୋଜ ଅଛନ୍ତି ଅନେକ ଯାତ୍ରୀ

ନିକୋସିଆ,୩୦ା୮: ଉତ୍ତର ସାଇପ୍ରସ୍‌ ଉପକୂଳରେ ଏକ ବୋଟ୍‌ ରବିବାର ବୁଡ଼ିଯାଇ ୭ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଯାତ୍ରୀ ନିଖୋଜ ଅଛନ୍ତି। ଏନେଇ ମୃତ୍ୟୁ ସଂଖ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri