ସମୟ ପୂର୍ବରୁ ବିଜୟ ଘୋଷଣା କରିବେ ନାହିଁ ଟ୍ରମ୍ପ !

ୱାଶିଂଟନ,୨ ।୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୂର୍ବରୁ କହିଥିଲେ କି ସମୟ ପୂର୍ବରୁ ସେ ବିଜୟ ଘୋଷଣା କରିବେ । ହେଲେ ମଙ୍ଗଳବାର ସେ ଏହାକୁ ଭୁଲ ବୋଲି କହିଛନ୍ତି । ସେ କହିଛନ୍ତି ସମୟ ପୂର୍ବରୁ ସେ ବିଜୟ ଘୋଷଣା କରିବେ ନାହିଁ ବରଂ ଆଇନର ଲଢେଇ ଲଢିବାକୁ ସେ ଏବେ ପ୍ରସ୍ତୁତ ହେଉଛନ୍ତି । ପୂର୍ବରୁ ଶୁଣିବାକୁ ମିଳିଥିଲା କି ଟ୍ରମ୍ପ ନିର୍ବାଚନ ରାତିରେ ସମୟ ପୂର୍ବରୁ ବିଜୟ ଘୋଷଣା କରିପାରନ୍ତି । ଏ ସମ୍ପର୍କରେ ପଚାରାଯିବାରୁ ସେ ଖବରଦାତାଙ୍କୁ କହିଛନ୍ତି ଏହି ଖବର ଭୁଲ । ସେତେବେଳେ ବି ଟ୍ରମ୍ପଙ୍କ ଟିମ୍ ସୂଚନା ଦେଇଥିଲା କି ସେମାନେ ଆଇନର ଲଢେଇ ଲଢିବେ । ହେଲେ ଏବେ ଏଥିରୁ ସେମାନେ ଓହରି ଯାଇଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କଙ୍କ ଟୁଇଟକୁ ନେଇ ଚର୍ଚ୍ଚା

ୱାଶିଂଟନ,୯ ।୫: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ଟୁଇଟର କ୍ରୟ କରିବା ପରେ ସବୁବେଳେ ରହୁଛନ୍ତି ଚର୍ଚ୍ଚାରେ । ଏବେ ତାଙ୍କର ଏକ...

କରୋନା ମୃତ୍ୟୁ ଛୁଇଁଲା ୪ ଲକ୍ଷ: ୬୯ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୭।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୬୯ ଲକ୍ଷ...

ଓଲିଙ୍କୁ ଝଟ୍‌କା: କମ୍ୟୁନିଷ୍ଟ ପାର୍ଟିରୁ ହେଲେ ବିଦା

କାଠମାଣ୍ଡୁ,୨୪।୧: ନେପାଳର ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲିଙ୍କୁ କମ୍ୟୁନିଷ୍ଟ ପାର୍ଟିରୁ ହଟାଇ ଦିଆଯାଇଛି। ଏହାସହ ତାଙ୍କର ସଦସ୍ୟତା ମଧ୍ୟ ରଦ୍ଦ କରାଯାଇଛି। ସ୍ପ୍ଲିଣ୍ଟର୍‌ ଗ୍ରୁପ ମୁଖପାତ୍ର...

ଦକ୍ଷିଣ ଆଫ୍ରିକାରେ ବନ୍ୟା: ୩୯୫ ମୃତ

ଡର୍ବାନ୍‌,୧୬।୪: ଦକ୍ଷିଣ ଆଫ୍ରିକାରେ ଏକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଳୟଙ୍କରୀ ବନ୍ୟା ଆଣିଛି। ଲକ୍ଷ ଲକ୍ଷ ଲୋକଙ୍କ ଘରଦ୍ୱାର ଭାସିଯାଇଛି। ବନ୍ୟା ବିତ୍ପାତରେ ୩୯୫...

ରୁଷିଆ-ୟୁକ୍ରେନ୍‌ ଯୁଦ୍ଧରେ ଲାଗିପାରେ ୬ ମାସ ବିରାମ…

ମସ୍କୋ/କ୍ୱିଭ୍‌,୧୪।୧୧ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ କିଛି ମାସ ବିରାମ ଲଗାଯାଇପାରେ। ଆମେରିକାର ଦୈନିକ ଖବରକାଗଜ ଦି ନ୍ୟୁୟର୍କ ଟାଇମ୍ସ ଅନୁଯାୟୀ,...

ନିର୍ବାଚନ ପୂର୍ବରୁ ଜଳିଗଲା ୫୦ ହଜାର ଭୋଟିଂ ମେଶିନ

କାରାକାସ,୯।୩: ଭେନେଜୁଏଲାର ନିର୍ବାଚନ ପରିଷଦ ରବିବାର କହିଛନ୍ତି ରାଜଧାନୀ କାରାକାସରେ ଥିବା ଏକ ଗୋଦାମରେ ନିଆଁ ଲାଗିବା ଫଳରେ ଷ୍ଟୋରରେ ଥିବା ଅଧିକାଂଶ ଭୋଟିଂ ମେଶିନ...

ତାଲିବାନ ଦଖଲରେ ଦ୍ୱିତୀୟ ପ୍ରାଦେଶିକ ରାଜଧାନୀ

କାବୁଲ, ୮।୮(ଆଇଏଏନ୍‌ଏସ୍‌): ସପ୍ତାହେ ବ୍ୟାପୀ ସଂଘର୍ଷ ପରେ ତାଲିବାନ ଆତଙ୍କବାଦୀମାନେ ଶନିବାର ଆଫଗାନିସ୍ତାନର ଉତ୍ତର ଭାଗରେ ଅବସ୍ଥିତ ଜଜାନ୍‌ ପ୍ରଦେଶର ରାଜଧାନୀ ଶେବେରଗାନ୍‌କୁ ନିଜ ଦଖଲକୁ...

ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …

ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍‌ଆଇଭି ପଜିଟିଭ୍‌...

Advertisement
Archives

Model This Week