ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଟ୍ରମ୍ପ

ଓ୍ବାଶିଂଟନ,୫।୯: ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି। ଏହି ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ମୋଦିଙ୍କର ପ୍ରଶଂସା କରିଛନ୍ତି। ସେ କହିଛନ୍ତି ମୋଦି ମୋର ବନ୍ଧୁ ଓ ସେ ଜଣେ ମହାନ ନେତା। ଆଉ ଏବେ ସେ ବହୁତ ଭଲ କାମ କରୁଛନ୍ତି। ଭାରତକୁ ଜଣେ ମହାନ୍‌ ନେତା ତଥା ଜଣେ ଭଲ ନେତା ମିଳିଛି। ଏହି ଅବସରରେ ସେ ଗତ ଫେବୃୟାରୀରେ ସହଧର୍ମିଣୀ ମେଲାନିଆ ଟ୍ରମ୍ପଙ୍କ ସହ ଭାରତ ଭ୍ରମଣ କଥାକୁ ମନେ ପକାଇଥିଲେ। ତେବେ ଏସବୁର ମୂଳ ଉଦ୍ଦେଶ୍ୟ ହେଉଛି ଆମେରିକାରେ ଥିବା ଭାରତୀୟ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବା। ଏହାସହ ଟ୍ରମ୍ପ କହିଛନ୍ତି ମୋଦି ମୋର ଜଣେ ଭଲ ବନ୍ଧୁ ହାଇଥିବାରୁ ଆମେରିକାରେ ରହୁଥିବା ଭାରତୀୟ ମୋନେ ନିଶ୍ଚିତ ଭାବେ ଭୋଟ ଦେବେ। ଅନ୍ୟପଟେ ଟ୍ରମ୍ପଙ୍କ ବିପକ୍ଷରେ ଥିବା ନେତା ଓ୍ବାଇଡେନ ମଧ୍ୟ ଭାରତୀୟଙ୍କୁ ଶୁଭେଚ୍ଛା ଜଣାଇବା ସହ ଭୋଟ ହାତେଇବାକୁ ଚେଷ୍ଟା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?