ମାତ୍ର ୧୫ ମିନିଟ୍‌ରେ କରୋନାକୁ ହରାଇଥିଲେ ପୁଅ: ଟ୍ରମ୍ପ

ନ୍ୟୁୟର୍କ,୨୮।୧୦: ଆସନ୍ତା ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହାପୂର୍ବରୁ ପ୍ରଚାର ଜୋରଦାର ଚାଲିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ରାଲିରେ ଦାବି କରିଛନ୍ତି ଯେ ତାଙ୍କ ପୁଅ ବାରୋନ ମାତ୍ର ୧୫ ମିନିଟରେ ବିପଜ୍ଜନକ କରୋନା ସହ ଲଢି ଜିତିଛନ୍ତି। ପେନସିଲଭାନିଆର ମାଟିନ୍ସବର୍ଗରେ ଏକ ରାଲିରେ ଯୋଗ ଦେଇ ଡୋନାଲ୍ଡ ଟ୍ରମ୍ପ ଏହି ମନ୍ତବ୍ୟ ଦେଇଛନ୍ତି। ରାଲିରେ ପୁଅର ରୋଗ ପ୍ରତିରୋଧ କ୍ଷମତା ବିଷୟରେ ଉଲ୍ଲେଖ କରିବାକୁ ଯାଇ ଟ୍ରମ୍ପ କହିଛନ୍ତି ଯେ, ଡାକ୍ତର ପ୍ରଥମେ ବାରୋନଙ୍କ କରୋନା ପଜିଟିଭ ଥିବା ସୂଚନା ଦେଇଥିଲେ। କିନ୍ତୁ ୧୫ ମିନିଟ ପରେ ପୁନର୍ବାର ତାଙ୍କ ସ୍ବାସ୍ଥ୍ୟ ବିଷୟରେ ପଚାରିବାରୁ ଡାକ୍ତର କହିଥିଲେ ଯେ, ବାରୋନଙ୍କ ଶରୀରରୁ କରୋନା ଭୂତାଣୁ ଚାଲିଯାଇଛି। ଟ୍ରମ୍ପ କହିଛନ୍ତି ଯେ ଏହା ଆମ ପାଇଁ ଆଶ୍ଚର୍ଯ୍ୟଜନକ ଘଟଣା ଥିଲା। ଏହାସହ ଆମେରିକାରେ ସ୍କୁଲ ଖୋଲିବା ନେଇ ବିଚାର କରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗଲ ମୁଖ୍ୟଙ୍କୁ ଚିଠି ଲେଖିଲେ କର୍ମଚାରୀ…

ୱାଶିଂଟନ,୨୦ ।୩: ଗୁଗଲର ପ୍ୟାରେଣ୍ଟ କମ୍ପାନୀ ଅଲଫାବେଟର ସିଇଓ ସୁନ୍ଦର ପିଚାଇଙ୍କୁ କମ୍ପାନୀର ୧,୪୦୦ କର୍ମଚାରୀ ଖୋଲା ପତ୍ର ଲେଖିଛନ୍ତି । ଏଥିରେ ସେମାନେ ଲେଖିଛନ୍ତି,...

ଥରିଲା ନେପାଳ

କାଠମାଣ୍ଡୁ,୧୯।୧୨: ନେପାଳର କାଠମାଣ୍ଡୁରେ ତୀବ୍ର ଭୂକମ୍ପ ଅନୁଭୂତ ହୋଇଛି। ରବିବାର ବିଳମ୍ବିତ ରାତିରେ ଏଠାରେ ୪.୫ ତୀବ୍ରତାର ଭୂକମ୍ପ ହୋଇଥିଲା। ଏହି ଭୂକମ୍ପର କେନ୍ଦ୍ରସ୍ଥଳ କାଠମାଣ୍ଡୁଠାରୁ...

ଆଦିବାସୀଙ୍କ ମଧ୍ୟରେ ସଂଘର୍ଷ: ଚାଲିଗଲା ୧୨ ଜୀବନ

ଖାର୍ତୋମ,୨୭।୧୨: ଗତ କିଛି ଦିନ ହେବ ସୁଦାନର ଡାରଫୁର ଅଞ୍ଚଳରେ ଆଦିବାସୀଙ୍କ ମଧ୍ୟରେ ସଂଘର୍ଷରେ ଅତି କମରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି। ଡାରଫୁରରେ ଥିବା...

କରୋନା ଯୋଗୁ କେତେ କ୍ଷତି ସହିଲେ ଟପ୍‌ ବିଲିୟନେୟାର

କରୋନା ଯୋଗୁ ସାରା ବିଶ୍ୱ ବୃହତ୍ତ ପରିମାଣରେ କ୍ଷତି ସହୁଛି। ଲକଡାଉନ ଯୋଗୁ ବାଣିଜ୍ୟ କାରବାର ଠପ୍‌ ହୋଇ ପଡିଥିଲା। ବର୍ତ୍ତମାନ କଟକଣା କୋହଳ ହେବା...

ଭେଙ୍କି ରାମକୃଷ୍ଣନଙ୍କୁ ‘ଅର୍ଡର ଅଫ୍‌ ମେରିଟ’ ସମ୍ମାନ, ୨୦୦୯ରେ ମିଳିଥିଲା ନୋବେଲ…

ଲଣ୍ଡନ,୧୨।୧୧ : ନୋବେଲ ବିଜେତା ପ୍ରଫେସର ଭେଙ୍କି ରାମକୃଷ୍ଣନଙ୍କୁ ବ୍ରିଟେନର ସମ୍ମାନଜନକ ‘ଅର୍ଡର ଅଫ ମେରିଟ’ ଦମ୍ମାନରେ ସମ୍ମାନୀତ କରାଯାଇଛି। ବିଜ୍ଞାନ କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ...

ପ୍ରଧାନମନ୍ତ୍ରୀଙ୍କ ହ୍ବାଟ୍ସଆପ୍‌ ଚାଟ୍‌ ଲିକ୍‌, ପଠାଇଥିଲେ ଏମିତି ମେସେଜ

ଲଣ୍ଡନ,୧୭ା୬: ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନଙ୍କ ହ୍ବାଟ୍ସଆପ୍‌ ଚାଟ୍‌ ଲିକ୍‌ ହୋଇଥିବା ସାମ୍ନାକୁ ଆସିଛି। ଏହି ଚାଟ୍‌କୁ ବୋରିସ୍‌ଙ୍କ ପୂର୍ବତନ ବରିଷ୍ଠ ପରାମର୍ଶଦାତା ଡୋମିନକ୍‌ କମିଙ୍ଗ୍‌ସ...

ପିପିଇ କିଟ୍‌ ସିଲେଇ କରୁଛନ୍ତି ୯ ବର୍ଷର ଝିଅ

ସେରେମ୍ବାନ୍‌: କରୋନା ଯୁଦ୍ଧରେ କୋଭିଡ୍‌ ଯୋଦ୍ଧାଙ୍କୁ ଲୋକେ ସମ୍ମାନ ଜଣାଇବାକୁ ସବୁଆଡ଼େ କୁହାଯାଉଛି। ତେବେ ଏହି କୋଭିଡ୍‌ ଯୋଦ୍ଧାଙ୍କ ମଧ୍ୟରେ ଜଣେ ୯ ବର୍ଷର ଝିଅ...

ମାନସିକ ରୋଗଗ୍ରସ୍ତ ଯୁବକଙ୍କ ଲାଗି ଡେଥ୍‌ ଓ୍ବାରେଣ୍ଟ୍‌ ଜାରି କଲା ପାକିସ୍ତାନ କୋର୍ଟ

ଇସଲାମାବାଦ୍‌, ୧୭।୬: ପାକିସ୍ତାନର ରାଓ୍ବଲପିଣ୍ଡିର ଏକ କୋର୍ଟ ଜଣେ ମାନସିକ ରୋଗଗ୍ରସ୍ତ ଯୁବକଙ୍କ ଲାଗି ଡେଥ୍‌ ଓ୍ବାରେଣ୍ଟ୍‌ ଜାରି କରିଛି। ଯୁବକଙ୍କୁ ଫାଶିଦଣ୍ଡ ଦିଆଯିବ ବୋଲି...

Advertisement
Archives

Model This Week