ଡୋନାଲ୍ଡ ଟ୍ରମ୍ପଙ୍କୁ ବଡ ଝଟକା

ଓ୍ବାଶିଂଟନ୍‌,୧୯।୮: ଆମେରିକା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅଡୁଆ ବଢିବାରେ ଲାଗିଛି। ଟ୍ରମ୍ପ ନିର୍ବାଚନ ଫଳାଫଳ ମାମଲାରେ ଫୁଲଟନ କାଉଣ୍ଟି ଜେଲରେ ଆସନ୍ତା ସପ୍ତାହରେ ଆତ୍ମସମର୍ପଣ କରିପାରନ୍ତି। ରାଜ୍ୟରେ ୨୦୨୦ ନିର୍ବାଚନରେ ତାଙ୍କ ପରାଜୟକୁ ବେଆଇନ ଭାବେ ପ୍ରତ୍ୟାହାର କରିବାକୁ ଷଡଯନ୍ତ୍ର କରିଥିବା ନେଇ ଡୋନାଲ୍ଡ ଟ୍ରମ୍ପ ଏବଂ ଅନ୍ୟ ୧୮ ଅଭିଯୁକ୍ତଙ୍କ ବିରୋଧରେ ଅଭିଯୋଗ ହୋଇଛି। ସୋମବାର ଏହି ମାମଲାରେ ଚାର୍ଜଶିଟ କରାଯାଇଥିଲା ଏବଂ ଅଗଷ୍ଟ ୨୫ସୁଦ୍ଧା ଟ୍ରମ୍ପଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

BCIକୁ CJIଙ୍କ ପରାମର୍ଶ: ‘ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ; ମୁଁ ଛାତ୍ର ଥିବାବେଳେ ମଧ୍ୟ ସକ୍ରିୟ ଥିଲି’

ନୂଆଦିଲ୍ଲୀ,୧୪।୮: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି NALSAR ଛାତ୍ରମାନେ ତାଙ୍କ ବିରୋଧରେ ପ୍ରତିବାଦ କରୁଛନ୍ତି, ତେବେ ବାର କାଉନସିଲ ଅଫ ଇଣ୍ଡିଆ (BCI)…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri