ମିଛ ଧରାପଡିବାରୁ ରାଷ୍ଟ୍ରପତି ନେଲେ ଏମିତି ନିଷ୍ପତ୍ତି

ନ୍ୟୁୟର୍କ,୧୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜ ମଥ୍ୟା ମନ୍ତବ୍ୟକୁ ନେଇ ଚର୍ଚ୍ଚାରେ ଥାନ୍ତି। ଗତ ରବିବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଜଣେ ରିପୋର୍ଟର ଟ୍ରମ୍ପଙ୍କ ମିଥ୍ୟା ଧରିଦେବାରୁ ରାଷ୍ଟ୍ରପତି ଅଧାରୁ ପଳାଇ ଯାଇଥିଲେ। ନ୍ୟୁଜର୍ସିର ଗଲ୍ଫ କ୍ଲବରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଟ୍ରମ୍ପ ନିଜ ମତ ରଖୁଥିଲେ। ଏହି ସମୟରେ ଜଣେ ରିପୋର୍ଟର ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ କାର୍ଯ୍ୟକାଳରେ ପାରିତ ହୋଇଥିବା ଏକ ହେଲ୍‌ଥ୍‌ କେୟାର ପ୍ରୋଗ୍ରାମକୁ ନିଜ ଉପଲବ୍ଧି ବାରମ୍ଭା କହିବାକୁ ନେଇ ଟ୍ରମ୍ପଙ୍କୁ ପ୍ରଶ୍ନ କରିଥିଲେ। ଏଥିରେ ରାଗିଯାଇ ଅଧାରୁ ସମ୍ମିଳନୀ ଛାଡି ପଳାଇଥିଲେ। ରିପୋର୍ଟ ମୁତାବକ ଏହି ପ୍ରୋଗ୍ରାମକୁ ନେଇ ଟ୍ରମ୍ପ ୧୫୦ରୁ ଅଧିକ ଥର ମିଛ କହିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

ନେପାଳରେ ଆକସ୍ମିକ ବନ୍ୟା: ୯୫ ମୃତ

କାଠମାଣ୍ଡୁ, ୨୭ା୮: ତିବ୍ବତ-ରସୁୱାଗଢ଼ି ସୀମାରୁ ୨୦ କିଲୋମିଟର ଉତ୍ତର-ପୂର୍ବରେ ଥିବା ଅସ୍ଥିର ପାହାଡ଼ ଧସିବା ଏବଂ ସୀମାନ୍ତରେ ଥିବା ଲେନ୍ଦେ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ନେପାଳର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri