ଏହି ଦିନ ଭାରତ ଆସିବେ ଡୋନାଲ୍ଡ ଟ୍ରମ୍ପ୍‌

ଓ୍ବାଶିଂଟନ୍‌,୮ା୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଆସନ୍ତାବର୍ଷ ଭାରତ ଗସ୍ତରେ ଆସିପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସେ ବନ୍ଧୁ ଓ ଜଣେ ମହାନ ବ୍ୟକ୍ତି ବୋଲି କହିଛନ୍ତି। ସେ ଭାରତ ଆସିବା ମୋଦି ଚାହାନ୍ତି ବୋଲି ଟ୍ରମ୍ପ୍‌ ସୂଚନା ଦେଇଛନ୍ତି। ଏଥିପାଇଁ ଆମେ ଏକାଠି ଆଲୋଚନା କରି ସ୍ଥିର କରିବୁ। ମୋଦିଙ୍କ ସହ ଏକ ବଡ଼ ଭ୍ରମଣ ହେବ ବୋଲି ଗୁରୁବାର ଓଭାଲ ଅଫିସ୍‌ରେ ଏକ ପ୍ରଶ୍ନର ଉତ୍ତର ଦେବାକୁ ଯାଇ ଟ୍ରମ୍ପ୍‌ କହିଛନ୍ତି। ନୂଆଦିଲ୍ଲୀରେ କ୍ୱାଡ୍‌ ସମିଟ୍‌ ଆୟୋଜିତ ହେବାକୁ ଯାଉଥିବାବେଳେ ସେଥିରେ ଆମେରିକା, ଅଷ୍ଟ୍ରେଲିଆ ଓ ଜାପାନର ନେତାମାନେ ଯୋଗଦେବେ। ତେବେ ଏହି ସମିଟ୍‌ର ତାରିଖ ଏପର୍ଯ୍ୟନ୍ତ ଘୋଷଣା ହୋଇନାହିଁ। ଭାରତ ରୁଷିଆରୁ ତେଲ କିଣିବା ବନ୍ଦ କରିଦେଇଛି ବୋଲି ଏହି ଅବସରରେ ଟ୍ରମ୍ପ୍‌ କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?