ଅସଲ ସ୍କୁଲ ଯାଇ କୋଭିଡ-୧୯ ସମ୍ପର୍କରେ ଜାଣିଲି ଅନେକ କଥା: ଟ୍ରମ୍ପ

ୱାଶିଂଟନ,୫ ।୧୦: କରୋନା ସଂକ୍ରମଣର ଚିକିତ୍ସା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଆର୍ମି ହସ୍ପିଟାଲରେ ଭର୍ତ୍ତି ହୋଇଛି । ଏହି ସମୟ ମଧ୍ୟରେ ସେ କିଛି ସମୟ ପାଇଁ ସମ୍ପୂର୍ଣ୍ଣର୍ ସୁରକ୍ଷା ସହ ହସ୍ପିଟାଲ ବାହାରକୁ ଆସିଥିଲେ । ଗାଡି ଭିତରେ ରହି ଟ୍ରମ୍ପ ହାତ ହଲେଇ ସମର୍ଥକଙ୍କୁ ଅଭିବାଦନ ଜଣାଇଥିଲେ । କରୋନା ଚିକିତ୍ସା ପାେଇଁ ସେ ହସ୍ପିଟାଲରେ ଭର୍ତ୍ତି ହେବା ପରେ ବି ଭୋଟରଙ୍କ ସହ ସମ୍ପର୍କରେ ରହିଛନ୍ତି । କେତେବେଳେ ଭିଡ଼ିଓ ଜାରି କରି ତ ପୁଣି କେତେବେଳେ ସୋସିଆଲ ମିଡିଆ ମାଧ୍ୟମରେ ସେ ଭୋଟରଙ୍କ ନିକଟତର ହେବାକୁ ଚେଷ୍ଟା କରୁଛନ୍ତି । ହସ୍‌ପିଟାଲ ବାହାରକୁ ଆସିବାର କିଛି ସମୟ ପୂର୍ବରୁ ସେ ଏକ ଭିଡିଓ ପୋଷ୍ଟ କରିଥିଲେ । ଯେଉଁଥିରେ ସେ କହିଥିଲେ ଏହି ଯାତ୍ରା ତାଙ୍କ ପାଇଁ ଖୁବ୍ ରୋମାଞ୍ଚକର । ଆଉ ଅସଲ ସ୍କୁଲ ଆସି ସେ କୋଭିଡ-୧୯ ସମ୍ପର୍କରେ ବହୁ କଥା ଜାଣି ପାରିଛନ୍ତି । ସୂଚନାଯୋଗ୍ୟ, କରୋନାରେ ସଂକ୍ରମଣ ହେବା ପରେ ସେ ନ୍ୟାଶନାଲ ମିଲେଟ୍ରି ମେଡିକାଲ ସେଣ୍ଟରରେ ଭର୍ତ୍ତି ହୋଇଛନ୍ତି । ସେଠାରେ ତାଙ୍କୁ ଡାକ୍ତରମାନେ ସମ୍ପୂର୍ଣ୍ଣ ସହଯୋଗ କରୁଛନ୍ତି ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ସଙ୍କଟରେ ବ୍ୟବସାୟ, ଆମେରିକାଠାରୁ ୨୫୦ ଅବ୍ରାମ୍ସ୍‌ ଟ୍ୟାଙ୍କ କିଣିବ ପୋଲାଣ୍ଡ….

ଓ୍ବାଶିଂଟନ/ଓ୍ବାର୍ସା, ୨୦।୨ : ୟୁକ୍ରେନ ବିରୁଦ୍ଧରେ ରୁଷିଆର ଯୁଦ୍ଧଖୋର ମନୋଭାବ ସଙ୍କଟ ମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅସ୍ତ୍ରଶସ୍ତ୍ର ତଥା ଯୁଦ୍ଧ ଉପକରଣ କାରବାର ବୃଦ୍ଧି ପାଇଛି।...

ୟୁକ୍ରେନରେ ଆମେ ଜମି ପାଇଁ ଲଢୁଛୁ: ପୁଟିନ

ମସ୍କୋ,୯।୫: ୟୁକ୍ରେନ ସହିତ ଯୁଦ୍ଧ ମଧ୍ୟରେ ରୁଷିଆ ୭୭ତମ ବିଜୟ ଦିବସ ପାଳନ କରୁଛି। ଏହି ଦିନ ରୁଷିଆ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ବିଜୟ ଘୋଷଣା କରିଥିଲା।...

୨ ଲକ୍ଷ ମୁସଲମାନ ହଜ୍‌ ଯାଇପାରିବେ

ଓସାକା,୨୯ା୬(ପି.ଟି.): ସୌଦି ଆରବର ମକ୍କାକୁ ଏଣିକି ଭାରତରୁ ୨ ଲକ୍ଷ ମୁସ୍‌ଲିମ୍‌ ହଜ୍‌ ଯାତ୍ରା କରିପାରିବେ। ପୂର୍ବରୁ ଏହି ସଂଖ୍ୟା ୧୭୦,୦୦୦ ଥିବାବେଳେ ଶୁକ୍ର୍ରବାର ସୌଦି...

ମୋଦିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ବିଲାଓ୍ବଲଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ: ପାକିସ୍ତାନ ଗଣମାଧ୍ୟମର ଦାବି…

ଇସଲାମାବାଦ,୨୪।୧ : ପାକିସ୍ତାନର ଅର୍ଥନୈତିକ ସଙ୍କଟ ଜାରି ରହିଛି। ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହାବାଜ ସରିଫ ନିକଟରେ ଭାରତ ସହ ଆଲୋଚନା ପ୍ରସ୍ତାବ ଦେଇଥିଲେ। ତେବେ ଭାରତ...

ବିପଦରେ ୧୦୦୦ରୁ ଅଧିକ ପ୍ରବାସୀ, ୭୩ ଜଣଙ୍କ ମୃତ୍ୟୁ, ଇଟାଲୀ କୋଷ୍ଟଗାର୍ଡର ଉଦ୍ଧାର କାର୍ଯ୍ୟ ଜାରି…

ରୋମ,୧୧।୩ : ୧୦୦୦ରୁ ପ୍ରବାସୀଙ୍କୁ ଉଦ୍ଧାର କରିବା ପାଇଁ ଇଟାଲୀର କୋଷ୍ଟଗାର୍ଡ ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ଇତିମଧ୍ୟରେ ୭୩ ଜଣ ଲୋକ ବୁଡ଼ିଯାଇଛନ୍ତି ବୋଲି...

ବିକାଶ ପଥରେ ଆତଙ୍କବାଦ କଣ୍ଟା

ଓସାକା,୨୯ା୬ (ପି.ଟି./ଆଇଏଏନ୍‌ଏସ୍‌): ସମଗ୍ର ମାନବ ଜାତି ପାଇଁ ସବୁଠୁ ବଡ଼ ବିପଦ ହେଉଛି ଆତଙ୍କବାଦ। ଏହି ବିପତ୍ତି କେବଳ ନିରୀହମାନଙ୍କ ଜୀବନ ନେଉଛି ତାହା ନୁହେଁ,...

ରାଜଧାନୀରୁ ଆଜି ୩୫୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୪।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ...

ଆର୍ଥିକ ସଙ୍କଟ ଶେଷରେ ପହଞ୍ଚିଛି ଦେଶ

ଇସଲାମାବାଦ,୫ା୩: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍‌ଏଫ୍‌) ପରିଚାଳନା ନିର୍ଦ୍ଦେଶକ କ୍ରିଷ୍ଟାଲିନା ଜର୍ଜିଇଭା କହିଛନ୍ତି, ଏକ ଦେଶ ଭାବରେ କାର୍ଯ୍ୟ କରିବାକୁ ସମର୍ଥ ହେବା ପାଇଁ ଆଇଏମ୍‌ଏଫ୍‌...

Advertisement
Archives

Model This Week