ନିର୍ବାଚନରେ ଜିତିବା ପରେ ଆସିଲା ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଥମ ପ୍ରତିକ୍ରିୟା, କହିଦେଲେ ଏମିତି…

ଓ୍ବାଶିଂଟନ୍‌,୬।୧୧: ଆମେରିକାର ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ବହୁମତ ମିଳିଛି। ଏହା ପରେ ସେ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଟ୍ରମ୍ପ ଆମେରିକାର ଲୋକଙ୍କୁ ଧନ୍ୟବାଦ ଜଣାଇ କହିଛନ୍ତି, ଆଜି ପୂର୍ବରୁ ଏପରି ଦୃଶ୍ୟ କେବେ ଦେଖି ନ ଥିଲି । ଆମେ ଆମର ସୀମାକୁ ମଜବୁତ କରିବୁ । ଦେଶର ସମସ୍ତ ସମସ୍ୟାର ସମାଧାନ କରିବୁ।

ଡୋନାଲ୍ଡ ଟ୍ରମ୍ପ ସ୍ବିଙ୍ଗ ରାଜ୍ୟ ଭୋଟରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ମୁଁ ଆପଣଙ୍କ ପରିବାର ଏବଂ ଭବିଷ୍ୟତ ପାଇଁ ଲଢିବି। ଆଗାମୀ ଚାରି ବର୍ଷ ଆମେରିକା ପାଇଁ ସୁବର୍ଣ୍ଣ ହେବାକୁ ଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର,…

ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ

ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ…

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି…

ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ…

ସ୍ୱାସ୍ଥ୍ୟ ସେବା ଉପରେ ଯୁଦ୍ଧର ଚେଙ୍କ: ବଢ଼ିପାରେ ପାରାସିଟାମଲ ଏବଂ ଆଣ୍ଟିବାୟୋଟିକ୍ସ ଦାମ୍‌!

ନୂଆଦିଲ୍‌ଲୀ,୨୨।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ଓ ଖାଡ଼ି ଅଞ୍ଚଳରେ ଦେଖାଦେଇଥିବା ଅସ୍ଥିରତା ଯୋଗୁଁ ଭାରତର ପ୍ରାୟ ୫୦ ଅରବ ଡଲାର (୫୦ ବିଲିୟନ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ସରକାର

କୋଲକାତା,୨୨।୫: ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ସରକାର ପଶ୍ଚିମବଙ୍ଗର ମହିଳାମାନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ଦେଇଛନ୍ତି: ମାଗଣା ବସ ଯାତ୍ରା। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମୟରେ ଭାଜପା…

ବିଦ୍ୟୁତ୍‌ କାଟ୍‌କୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୫: ବିଦ୍ୟୁତ୍‌ କାଟ୍‌କୁ ନେଇ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୁକ୍ରବାର ମୁହଁ ଖୋଲିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି ଯେ, ରାଜ୍ୟରେ ଯେଉଁପରି ହିଟଓଭେ ଚାଲିଛି,…

ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ

ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri