ଡୋନାଲ୍ଡ ଟ୍ରମ୍ପଙ୍କ ଅଡୁଆ ପୁଣି ବଢିଲା

ଓ୍ବାଶିଂଟନ୍‌,୨୮।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅଡୁଆ ବଢିବାରେ ଲାଗିଛି। ଟ୍ରମ୍ପଙ୍କ ବିରୋଧରେ ଗୋପନୀୟ ଦସ୍ତାବେଜ ସହ ଜଡିତ ଆଉ ଏକ ମାମଲା ରୁଜୁ ହୋଇଛି। ଗୋପନୀୟ ଦସ୍ତାବେଜଗୁଡିକର ଅନୁସନ୍ଧାନରେ ବାଧା ସୃଷ୍ଟି କରିବା ଏବଂ ଫ୍ଲୋରିଡା ଇଷ୍ଟେଟ ମାର୍‌ ଏ ଲୋଗୋରୁ ସିସିଟିଭି ଫୁଟେଜ ଡିଲିଟ କରିବା ନେଇ ଟ୍ରମ୍ପଙ୍କ ନାଁରେ ନୂଆ ଅଭିଯୋଗ ରହିଛି।
୨୦୨୪ରେ ହେବାକୁ ଥିବା ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ ପାର୍ଟିର ଡୋନାଲ୍ଡ ଟ୍ରମ୍ପ ହେଉଛନ୍ତି ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ। ଏଭଳି ପରିସ୍ଥିତିରେ ନୂତନ ଅଭିଯୋଗ ହେତୁ ତାଙ୍କର ଅସୁବିଧା ଆହୁରି ବଢିପାରେ। ତେବେ ଟ୍ରମ୍ପ ତାଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ପ୍ରତ୍ୟାଖ୍ୟାନ କରି କହିଛନ୍ତି ଯେ, ଏହା ବାଇଡେନ କ୍ରାଇମ ଫ୍ୟାମିଲି ଏବଂ ତାଙ୍କ ନ୍ୟାୟ ବିଭାଗର ନିର୍ଯାତନା ଛଡା ଆଉ କିଛି ନୁହେଁ।
ସୂଚନାଯୋଗ୍ୟ, ଡୋନାଲ୍ଡ ଟ୍ରମ୍ପ ୨୦୨୧ରେ ରାଷ୍ଟ୍ରପତି ନିର୍ବାଚନରେ ହାରିଯିବା ପରେ ହ୍ବାଇଟ ହାଉସ ଛାଡିବା ସମୟରେ ଅନେକ ସମ୍ବେଦନଶୀଳ ସରକାରୀ ରେକର୍ଡ ଫେରସ୍ତ ନ କରିବା ସହ ବେଆଇନ ଭାବେ ତାଙ୍କ ସହ ରଖିଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

ଯାନ୍ତ୍ରିକ ମାୟାଜାଲ

ଆଧୁନିକ ସଭ୍ୟତାର ଏକ କ୍ଷୁଦ୍ର ଯନ୍ତ୍ର ଆଜି ମାନବ ସମାଜର ଜୀବନଶୈଳୀକୁ ଏମିତି ବଦଳାଇ ଦେଇଛି ଯେ ସୂର୍ଯ୍ୟୋଦୟଠାରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଆମର ପ୍ରତିଟି ପଦକ୍ଷେପ ମୋବାଇଲ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: ସୋମବାର (୧୮ ମଇ, ୨୦୨୬) ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍‌ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ…

୩୦ ମିନିଟ ପର୍ଯ୍ୟନ୍ତ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ଯୁଦ୍ଧକୁ ନେଇ ହେଲା ନୂଆ ପ୍ଲାନ? ଜାଣନ୍ତୁ…

ଓ୍ବାଶିଂଟନ,୧୮।୫: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସପ୍ତାହେ ଧରି ଚାଲିଥିବା ତୀବ୍ର ସଂଘର୍ଷ ପରେ ବର୍ତ୍ତମାନ ଏକ ଅସ୍ତ୍ରବିରତି କାର୍ଯ୍ୟକାରୀ ହେଉଛି। ତଥାପି, ଏହା ସତ୍ତ୍ୱେ,…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri