ରକ୍ତଦାନ କରୁଥିଲେ ଜାଣି ରଖନ୍ତୁ…

ରକ୍ତଦାନ ଦ୍ୱାରା ଆମେ ଜଣେ ବ୍ୟକ୍ତିଙ୍କର ଜୀବନ ବଞ୍ଚାଇବାରେ ଅନେକାଂଶରେ ସହାୟତା କରିପାରିବା- ଏକଥା ସମସ୍ତେ ହୃଦୟଙ୍ଗମ କରିବା ଦରକାର। ବିଶ୍ୱରେ କୋଟି କୋଟି ରକ୍ତଦାତା ଅଛନ୍ତି। ସେମାନେ ନିଜ ତରଫରୁ ଏଭଳି ମହତ କାମ ପାଇଁ ହାତ ବଢ଼ାଇ ଥାଆନ୍ତି। ସେମାନଙ୍କ ଏଭଳି ମହତ କାମକୁ ଆମେ ଅନୁସରଣ କରିବା ଦରକାର। ରକ୍ତଦାନ କରିବା ପୂର୍ବରୁ ସଂପୃକ୍ତ ବ୍ୟକ୍ତିଙ୍କର ଶରୀରରେ ଜଳୀୟ ଅଂଶ ସନ୍ତୁଳିତ ରହିବା ନିହାତି ଦରକାର। ତେଣୁ ପୂର୍ବଦିନ ପ୍ରଚୁର ପାଣି ପିଅନ୍ତୁ। ରକ୍ତଦାନକୁ ନେଇ ମନରେ କୌଣସିି ଆଶଙ୍କା ଥିଲେ ଅଭିଜ୍ଞ ରକ୍ତରୋଗ ବିଶେଷଜ୍ଞଙ୍କ ସହ ଆଲୋଚନା କରନ୍ତୁ। କାରଣ ଏହାପୂର୍ବରୁ ମନରେ ଉଙ୍କି ମାରୁଥିବା ପ୍ରଶ୍ନଗୁଡ଼ିକର ସମାଧାନ ହୋଇଯିବା ଆବଶ୍ୟକ। ରକ୍ତଦାନ କରୁଥିବା ସମୟରେ ମନକୁ ହାଲୁକା ରଖନ୍ତୁ। ଆପଣ ଯଦି କୌଣସି ରୋଗରେ ଆକ୍ରାନ୍ତ ତେବେ ରକ୍ତଦାନ କରିବା କେତେ ସମୀଚୀନ ତାହା ବୁଝି ନିଅନ୍ତୁ। ରକ୍ତଦାନ ପୂର୍ବରୁ ରକ୍ତଦାନ କେନ୍ଦ୍ରରେ ନିଜ ସମ୍ପର୍କିତ ସମସ୍ତ ସୂଚନାକୁ ପଞ୍ଜୀକରଣ କରିବାକୁ ଭୁଲନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri