ଦାନବାକ୍ସ ଭାଙ୍ଗି ଚୋରି

ବଲାଙ୍ଗୀର ଅଫିସ,୨୮ା୮: ବଲାଙ୍ଗୀର ସହର ରାଜୀବ ନଗରସ୍ଥିତ ଓଁ ଶ୍ରୀ ଶ୍ରୀ ସିଦ୍ଧେଶ୍ବରାୟ ମହାଦେବ ମନ୍ଦିର ଦାନବାକ୍ସ ଭାଙ୍ଗି ଦୁର୍ବୃତ୍ତମାନେ ଟଙ୍କା ଚୋରି କରି ନେଇଥିବା ଅଭିଯୋଗ ହୋଇଛି। ମନ୍ଦିର ପୂଜାରୀ ଦୁର୍ଯୋଧନ ଥାନପତି ରବିବାର ମନ୍ଦିରକୁ ଆସିବା ପରେ ଦାନବାକ୍ସ ତାଲା ଭାଙ୍ଗି ଟଙ୍କା ଚୋରି ହୋଇଥିବା ଦେଖିବାକୁ ପାଇଥିଲେ। ମନ୍ଦିର ପରିଚାଳନା କମିଟିକୁ ଜଣାଇବା ପରେ ସଦସ୍ୟ ଗୋବିନ୍ଦ ବହିଦାର ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ଥାନାଧିକାରୀ ପ୍ରିୟଙ୍କା ରାଉତରାୟଙ୍କ ନିର୍ଦ୍ଦେଶରେ ପୋଲିସ ମନ୍ଦିରରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ନିଜ ଗାଁ ବୁଲାଇବେ ରାଷ୍ଟ୍ରପତି

ବାରିପଦା,୨୦ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବାବେଳେ ଶନିବାର ପୂର୍ବାହ୍ନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଶୁଘର ଗାଁ ମୟୂରଭଞ୍ଜର ପାହାଡ଼ପୁରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଶାଶୁଘର…

ପାହାଡପୁରରେ ପହଞ୍ଚିଲେ ମୋଦି: ଓଡ଼ିଶା ଇତିହାସରେ ପ୍ରଥମଥର ପାଇଁ…

ବାରିପଦା,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି MI-17 ହେଲିକପ୍ଟର ଯୋଗେ ମୟୂରଭଞ୍ଜ ପାହାଡ଼ପୁରରେ ପହଞ୍ଚିଛନ୍ତି। ପୂର୍ବରୁ ପାହାଡ଼ପୁରରେ ପହଞ୍ଚି ସାରିଛନ୍ତି ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ। ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ…

ଜନ୍ମଦିନରେ ପିଲାଙ୍କୁ ଚକୋଲେଟ ବାଣ୍ଟିଲେ ରାଷ୍ଟ୍ରପତି: ଘରୁ ବାହାରିବାବେଳେ…

ବାରିପଦା,୨୦।୬: ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ। ଏହି ଅବସରରେ ସେ ନିଜ ଜନ୍ମମାଟି ମୟୁରଭଞ୍ଜରେ ଅଛନ୍ତି। ସକାଳୁ ସକାଳୁ ଘରୁ ବାହାରିବାବେଳେ ପିଲାମାନେ ତାଙ୍କୁ…

୫ ବର୍ଷରେ ୫୦୦ରୁ ଅଧିକ ସାପ ଉଦ୍ଧାର କଲେଣି ଲୋକନାଥ, ସ୍ଥାନୀୟ ଅଞ୍ଚଳବାସୀଙ୍କ ପ୍ରଶଂସା

ଅମରପାଲି,୨୦।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତ ଅନ୍ତର୍ଗତ ପୁଲେଶ୍ୱର ଗ୍ରାମର ଲୋକନାଥ ଜଗଦଲା (୩୩) ବର୍ତ୍ତମାନ ଅଞ୍ଚଳରେ ଜଣେ ପରିଚିତ ସାପ ଉଦ୍ଧାରକାରୀ…

ପାଷ୍ଟିକୁଡି ଜମି ଉଚ୍ଛେଦ: ପ୍ରଶାସନ-ସ୍ଥାୟୀ ବାସିନ୍ଦା ମୁହାଁମୁହିଁ, ବିଧାୟକ କହିଲେ…

କେସିଙ୍ଗା,୨୦।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ଦେଇ ଜାତୀୟ ରାଜପଥ-୨୬ ଭବାନୀପାଟଣା ଅଭିମୁଖେ ଯାଇଛି। ଏହି ପାଷ୍ଟିକୁଡ଼ି ଗ୍ରାମର ଚାରିଛକ ଠାରେ…

ଡିଜେ ଗାଡିର ସାଉଣ୍ଡରେ ମହିଳା ମୃତ: ଶବ ରଖି ରାସ୍ତା ଅବରୋଧ କଲେ ପରିବାର ଲୋକେ

ପାଟଣାଗଡ଼ ୨୦।୬ (ସଚ୍ଚିଦାନନ୍ଦ ମହାକୁର) ବଲାଙ୍ଗୀର ଜିଲା ପାଟଣାଗଡ ଥାନା ଏନଏସି ବ୍ରାହ୍ମପୁରା ସ୍ଥିତ ସଅଁରା ପଡ଼ାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।…

ଲଣ୍ଡନରେ ଚମକିଲା ‘ଚିଲିକା’, ବିଶ୍ୱ ଦରବାରରେ ଓଡ଼ିଶାର ସଂସ୍କୃତି

ବାଲିପାଟଣା , ୨୦।୬(ଅଭିମନ୍ୟୁ ନାୟକ ): ଲଣ୍ଡନର ବେକ୍ସଲେହିଥ୍‌ରେ ଥିବା ଓଡ଼ିଆ ପ୍ରତିଷ୍ଠାତାଙ୍କ ରେଷ୍ଟୁରାଣ୍ଟ ‘ଚିଲିକା’ ୨୦୨୬ ପାଇଁ ରେଷ୍ଟୁରାଣ୍ଟ ଗୁରୁ ଦ୍ୱାରା ସବୁଠୁ ଅଧିକରେ କମେଣ୍ଡସନ…

ବହୁଚର୍ଚ୍ଚିତ ତୋଫାନ ବିନ୍ଧାଣୀ ହତ୍ୟାକାଣ୍ଡ: ୨ ଅଭିଯୁକ୍ତଙ୍କୁ ଏନକାଉଣ୍ଟର

ରାଉରକେଲା,୨୦।୬(ସଙ୍ଗୀତା ଜେନା): ରାଉରକେଲାର ବହୁଚର୍ଚ୍ଚିତ ତୋଫାନ ବିନ୍ଧାଣୀ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଶନିବାର ଭୋର ସମୟରେ ଝିରପାଣି ଥାନା ଅଞ୍ଚଳରେ ପୋଲିସ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri