ମାନିବୁନି କରୋନା କଟକଣା, ଲୋକଙ୍କୁ ଗିରଫ କଲା ପୋଲିସ…

ଅଟଓ୍ବା, ୩୦।୪ : କାନାଡାରେ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା କରୋନା କଟକଣାକୁ ବିରୋଧ କରି ଲୋକେ ଏକଜୁଟ ହୋଇଛନ୍ତି। ଲୋକେ କରୋନା କଟକଣାରେ ବ୍ୟତିବ୍ୟସ୍ତ ହୋଇ ଏହାକୁ ନମାନିବାକୁ କହିଛନ୍ତି। ଲୋକେ ବିରୋଧ ପ୍ରଦର୍ଶନ କରିବା ଆରମ୍ଭ କରିଛନ୍ତି।

ଭିଡ଼କୁ ନିୟନ୍ତ୍ରଣ କରିବା ଲାଗି ପୋଲିସ ଫୋର୍ସଙ୍କୁ ମୁତୟନ କରାଯାଇଛି। ପୋଲିସ ପକ୍ଷରୁ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କଟକଣାକୁ ପାଳନ କରି ଲୋକଙ୍କୁ ଘରେ ରହିବା ଳାଗି ସତର୍କ ସୂଚନା ଜାରି କରାଯାଇଥିଲା। ମାତ୍ର ଲୋକ ପ୍ରଦର୍ଶନ କରିବାରୁ ପୋଲିସ ସେମାନଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ଥମୁନି ଅତ୍ୟାଚାର: ହିନ୍ଦୁ ଯୁବତୀଙ୍କୁ ଅପହରଣ ପରେ ଧର୍ମପରିବର୍ତ୍ତନ…

ଇସଲାମାବାଦ,୧୬।୩ : ହିନ୍ଦୁ ଯୁବତୀମାନଙ୍କୁ ଅପହରଣ ଏବଂ ବାଧ୍ୟତାମୂଳକ ଧର୍ମପରିବର୍ତ୍ତନ ପ୍ରକ୍ରିୟା ପାକିସ୍ତାନରେ ଥମୁନି। ସମ୍ପ୍ରତି ଆଉ ଏକ ମାମଲା ସାମ୍ନାକୁ ଆସିଛି। ଯେଉଁଥିରେ ଜଣେ...

ପ୍ରଥମଥର ବିମାନରେ ଯାତ୍ରା କରୁଥିବା ବେଳେ ଗଳିପଡ଼ିଲେ ମହିଳା

ଇସ୍ତାନବୁଲ,୧୯।୭: ପ୍ରଥମଥର ବିମାନରେ ଯାତ୍ରା କରୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ସବୁ କିଛି ଥାଏ ନୂଆ। ଏଥିପାଇଁ ବିମାନବନ୍ଦରରେ ପ୍ରତ୍ୟେକ କଥାକୁ ସେମାନେ ଧ୍ୟାନରେ ଶୁଣିବା...

ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୧୭୦କୁ ବୃଦ୍ଧି ପାଇଛି। ୭ ମୃତକଙ୍କ...

ଇରାନରେ ବନ୍ୟା ନେଲାଣି ୨୨ ଜୀବନ

ତେହରାନ,୨୬।୭: ଲଗାଣ ବର୍ଷା ଯୋଗୁ ସାଉଥର୍ନ ଇରାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ ବନ୍ୟାରେ ବର୍ତ୍ତମାନ ସୁଦ୍ଧା ୨୨ ଜଣଙ୍କ ମୃତ୍ୟୁ...

ଅବଦୁଲ୍‌ ରଜାକ୍‌ ଗୁରନାହଙ୍କୁ ସାହିତ୍ୟରେ ନୋବେଲ…

ଷ୍ଟକହୋମ୍‌,୭।୧୦: ସାହିତ୍ୟରେ ୨୦୨୧ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଅବଦୁଲ୍‌ ରଜାକ୍‌ ଗୁରନାହଙ୍କୁ  ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ନୋବେଲ ପୁରସ୍କାର ପ୍ରଦାନ...

ଫେସ୍‌ବୁକ୍‌ରେ ଅନ୍‌ଫ୍ରେଣ୍ଡ୍‌ କରିବାରୁ ଭଉଣୀକୁ ଗୁଳି ମାରିଲେ ଭାଇ

ଓ୍ବାଶିଂଟନ, ୩।୧୨: ଆମେରିକାର ଅଲାସ୍କା ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଭଉଣୀ ନିଜ ଭାଇଙ୍କୁ ଫେସବୁକ୍‌ରୁ ଅନଫ୍ରେଣ୍ଡ୍‌ କରିବା ମହଙ୍ଗା ପଡିଛି। ଫଳସ୍ବରୂପ...

ଥରକରେ ୧୦୦ ଜଣଙ୍କୁ ଦିଆଯିବ କରୋନା ଟିକା: ଜଣଙ୍କ ପାଇଁ ଅଧାଘଣ୍ଟା

ନୂଆଦିଲ୍ଲୀ,୮।୧୨: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଖୁବ୍‌ ଶୀଘ୍ର ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ। ଜରୁରିକାଳୀନ ସ୍ଥିତିରେ ଭାରତରେ କରୋନା ଟିକା ଦିଆଯିବା...

ପ୍ରଧାନମନ୍ତ୍ରୀ ରେସ୍‌ରୁ ନିଜ ଦୂରେଇ ରଖିଲେ ଜନସନ, ସୁନକ ବିଜୟର ନିକଟତର

ଲଣ୍ଡନ,୨୩।୧୦: ବ୍ରିଟେନରେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ହେବାର ରାସ୍ତା ପ୍ରାୟ ସ୍ପଷ୍ଟ ହେବାରେ ଲାଗିଛି। ବ୍ରିଟେନରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ...

Advertisement
Archives

Model This Week