ଭୁଲରେ ବି ଏହି ୫ ଜଣଙ୍କୁ କରନ୍ତୁ ନାହିଁ ବିଶ୍ୱାସ: କୁହନ୍ତୁ ନାହିଁ ଏହି କଥା

ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି ବ୍ୟବସାୟ ସହ ଜଡିତ ଅଧିକାଂଶ କଥା ଅନ୍ୟକୁ କହିବା ଉଚିତ ନୁହେଁ। କାରଣ ଏହା କରିବା ଦ୍ୱାରା ବ୍ୟବସାୟରେ ବ୍ୟାପକ କ୍ଷତି ହୋଇଥାଏ। ବିଶେଷକରି ସେ ପାଞ୍ଚ ଜଣଙ୍କୁ ବ୍ୟବସାୟ କଥା ବାଣ୍ଟିବାକୁ ବାରଣ କରିଛନ୍ତି। ଜାଣନ୍ତୁ ସେ ସମ୍ପର୍କରେ …

୧. ଚାଣକ୍ୟ କହିଛନ୍ତି ଯେ, ଆପଣଙ୍କର ବ୍ୟବସାୟ ବିଷୟରେ ସମାନ ବ୍ୟବସାୟୀଙ୍କୁ କୁହନ୍ତୁ ନାହିଁ। କାରଣ ଭବିଷ୍ୟତରେ ଏପରି ବ୍ୟକ୍ତି କ୍ଷତିକାରକ ହୋଇଥାନ୍ତି। ସେ କହିଛନ୍ତି, ଏହିପରି ଲୋକ କେବଳ ନାମ ପାଇଁ ସମ୍ପର୍କ ଗଠନ କରନ୍ତି।

୨. ଚାଣକ୍ୟ କହିଛନ୍ତି ଯେ, ଲୋଭୀ ମହିଳାଙ୍କୁ ନିଜ ବ୍ୟବସାୟ ବିଷୟରେ କଦାପି କହିବା ଉଚିତ ନୁହେଁ। କୁହାଯାଏ ଯେ ମହିଳାମାନେ ନିଜ କଥା ଅନ୍ୟମାନଙ୍କୁ କହିବାକୁ ଭଲ ପାଆନ୍ତି। ତେଣୁ ସେମାନଙ୍କୁ କହିବା ଉଚିତ ନୁହେଁ।

୩. ଏଥି ସହିତ,ଚାଣକ୍ୟ ଏହା ମଧ୍ୟ କହିଛନ୍ତି ଯେ, ଯେଉଁମାନେ ଘରେ କିମ୍ବା ଅଫିସରେ ଏକ ଛୋଟ ପୋଷ୍ଟରେ କାମ କରୁଛନ୍ତି, ସେମାନଙ୍କୁ ମଧ୍ୟ ବ୍ୟବସାୟ ବିଷୟରେ ଜଣାନ୍ତୁ ନାହିଁ।

୪. ସେ କହିଛନ୍ତି ଯେ, ବିଶ୍ୱାସୀ ବନ୍ଧଙ୍କୁ ମଧ୍ୟ ବ୍ୟବସାୟ ବିଷୟରେ କହିବା ଉଚିତ୍‌ ନୁହେଁ। କାରଣ ଜଣେ ନିରୀହ ବ୍ୟକ୍ତିଙ୍କଠାରୁ ବ୍ୟବସାୟ ସହ ଜଡିତ ସମସ୍ତ ତଥ୍ୟ ସହଜରେ କେହି ନେଇ ପାରିବ।

୫. ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି ଯେ, ଯେଉଁମାନଙ୍କର ଈର୍ଷା କରିବାର ଅଭ୍ୟାସ ଅଛି, ସେମାନଙ୍କୁ ମଧ୍ୟ ବ୍ୟବସାୟ ସହ ଜଡିତ କଥା କହିବା ଉଚିତ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri