ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ,୫।୩(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ସାଢେ ୩ମାସ ବିତିଯିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି। ଗୋଟିଏ ପଟେ ରବି ଚାଷକାର୍ଯ୍ୟ ଆଗେଇ ଚାଲିଥିବାବେଳେ ଅନ୍ୟପଟେ ଖରିଫରେ ଅମଳ ଧାନ ବିକ୍ରି କରି ନ ପାରି ଚାଷୀମାନଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏହାକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ଗୁରୁବାର ଜିଲାର ଅତାବିରା ନିୟନ୍ତ୍ରିତ ବଜାର କମିଟି ଅଧିନ ଭେଡେନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଚାଷୀମାନେ ବିକ୍ରି ହୋଇ ନ ଥିବା ଧାନ ଧରି ଜିଲାପାଳଙ୍କ କାର୍ଯ୍ୟାଳୟକୁ ପହଞ୍ଚିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ ଗଦା କରି ଚାଷୀମାନେ ଧାରଣାରେ ବସିଛନ୍ତି ଏବଂ ବିକ୍ରି ଅପେକ୍ଷାରେ ରହିଥିବା ଧାନକୁ ତୁରନ୍ତ କିଣିବାକୁ ଦାବି କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri