ଜ୍ୱର, ଥଣ୍ଡା ଥିଲେ ସ୍କୁଲ ଆସନାହିଁ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ରାଜ୍ୟରେ ଏବେ ବି କରୋନା ସଂକ୍ରମଣ ସମ୍ପୂର୍ଣ୍ଣ ଯାଇ ନାହିଁ। ତେଣୁ ସତର୍କ ରହିବରକୁ ପଡ଼ିବ। ଜ୍ୱର, ଥଣ୍ଡା ଲକ୍ଷଣ ଥିବା ଛାତ୍ରୀଛାତ୍ରଙ୍କୁ ସ୍କୁଲ ନ ଆସିବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି।

ସୁନ୍ଦରଗଡ଼ ଓ ବୁର୍ଲାରେ ଛାତ୍ରୀଛାତ୍ର କରୋନା ସଂକ୍ରମିତ ହେବା ଘଟଣାରେ ପ୍ରତିକ୍ରିୟା ରଖି ସେ କହିଛନ୍ତି ଯେ, ସୁନ୍ଦରଗଡ଼ ସ୍କୁଲରେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କେହି ଗୁରୁତର ନାହାନ୍ତି। ଲକ୍ଷଣହୀନ ପିଲାଙ୍କୁ ସଙ୍ଗରୋଧରେ ରଖାଯାଇଛି। କେବଳ ୩ ଜଣଙ୍କ ଠାରେ ଲକ୍ଷଣ ରହିଛି। ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏହା ଉପରେ ସ୍ବତନ୍ତ୍ର ନଜର ରଖାଯାଇଛି। ଲୋକମାନେ ସଚେତନ ନ ହେଲେ ଆଗକୁ ସ୍ଥିତି ବିଗିଡ଼ିପାରେ ବୋଲି ସେ ସତର୍କ କରାଇ ଦେଇଛନ୍ତି। କଲେଜ ଛାତ୍ରୀଛାତ୍ର ଟିକା ନେଇଥିବାରୁ ଗୁରୁତର ହେବାର ଆଶଙ୍କା କମ୍‌ ରହିଛି। କିନ୍ତୁ ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଇ ଚିନ୍ତା ରହିଛି। ତେଣୁ ଯେଉଁମାନଙ୍କଠାରେ ଲକ୍ଷଣ ଦେଖାଯାଉଛି ସେମାନେ ସ୍କୁଲ ନ ଆସିବାକୁ ସେ ପରାମର୍ଶ ଦେଇଛନ୍ତି। ଏପରିକି ସ୍କୁଲ ଓ କଲେଜ କର୍ତ୍ତୃପକ୍ଷ ମଧ୍ୟ ଏହା ଉପରେ ନଜର ରଖିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦ ଢାଞ୍ଚାରେ ଚାଲିବ ବିଧାନସଭା

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ଏଥର ସଂସଦୀୟ ଢାଞ୍ଚାରେ ବିଧାନସଭା ମୌସୁମୀ ଅଧିବେଶନ ଚାଲିବ। ଏ ନେଇ ମଙ୍ଗଳବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା...

ଶୁକ୍ରବାର ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ଶୁକ୍ରବାର ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ବାତ୍ୟା ପ୍ରଭାବିତ ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିପାରନ୍ତି। ଏପରିକି ରାଜ୍ୟ ସରକାରଙ୍କ...

ବିଶ୍ୱସ୍ତରୀୟ ଚିଡ଼ିଆଖାନା ସ୍ଵପ୍ନ

ଲିଙ୍ଗରାଜ ରାଉତ ବାରଙ୍ଗ,୪।୬(ଡି.ଏନ୍‌.ଏ.): ଦେଶର ପ୍ରମୁଖ ଚିଡ଼ିଆଖାନା ମଧ୍ୟରେ ନନ୍ଦନକାନନ ଅନ୍ୟତମ। ହେଲେ ବିଗତ କିଛି ବର୍ଷ ମଧ୍ୟରେ ନାନା ପ୍ରସଙ୍ଗକୁ ନେଇ ଏହି ପ୍ରାଣୀ...

ପୁଣି ଉପରମୁହାଁ କରୋନା: ଆଜି ବି କଟକ ଆଗରେ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଶନିବାର ରାଜ୍ୟରୁ ୧୨୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୭୧୯ରେ ପହଞ୍ଚିଥିବା ରାଜ୍ୟ...

ଲିଙ୍କ୍‌ ଫେଲ ହେବାରୁ କାର୍ଯ୍ୟ ଠପ୍‌:ପରିବହନ କାର୍ଯ୍ୟାଳୟରେ ଉତ୍ତେଜନା

ଢେଙ୍କାନାଳ ଅଫିସ,୩ା୧୨ ଲାଇସେନ୍ସ, ଗାଡ଼ି କାଗଜପତ୍ର କରାଇବାକୁ ସୋମବାର ଢେଙ୍କାନାଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟକୁ ଆସିଥିବା ଲୋକଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ସକାଳ ୧୦ଟାରୁ...

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାମରେ କରୁଥିଲେ ବ୍ଲାକ୍‌ମେଲିଂ, ଅଭିଯୁକ୍ତଙ୍କୁ ଗିରଫ କଲା ସୋହେଲା ପୋଲିସ

ବରଗଡ଼ ଅଫିସ,୧୯।୯- ଗ୍ରାମ୍ୟ ଉନ୍ନୟନ ତଥା ଶ୍ରମମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାମରେ ବ୍ଲାକମେଲିଂ କରି ବିଭିନ୍ନ ସରକାରୀ ଅଧିକାରୀଙ୍କୁ ଧମକ ଦେଇ ଟଙ୍କା ଆଦାୟ ଅଭିଯୋଗରେ...

କାନାରା ବ୍ୟାଙ୍କ ପକ୍ଷରୁ ନଡ଼ିଆ ଚାରାରୋପଣ

ଭୁବନେଶ୍ୱର,୪।୯: କାନାରା ବ୍ୟାଙ୍କର ସର୍କଲ ଅଫିସ ଭୁବନେଶ୍ୱର ପକ୍ଷରୁ ଏକ ମେଗା ନଡ଼ିଆ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଶେଷ କରି ଓ୍ବେଲଫେୟାର ଏଜେନ୍ସି...

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୯ ଜୀବନ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ବୁଧବାର ରାଜ୍ୟରେ କରୋନାଜନିତ ୬୯ଜଣଙ୍କର ମୃତ୍ୟୁ ଘଟିଛି।...

Advertisement
Archives

Model This Week