ଏହି ଦିନ ଭୁଲରେ କାନ୍ଦିବେନି, ଥରେ କାନ୍ଦିଲେ ସବୁଦିନ କାନ୍ଦିବାକୁ ପଡ଼ିବ

ଘରର ସୁଖଶାନ୍ତି ଓ ସମୃଦ୍ଧି ପାଇଁ ବାସ୍ତୁ ନିୟମ ମାନିବା ସହ କିଛିଟା ଛୋଟମୋଟ ଭୁଲ୍‌କୁ ସୁଧାରିପାରିଲେ ଜୀବନ ସରସ, ସୁନ୍ଦର ହୋଇଥାଏ ବୋଲି ବିଶ୍ୱାସ କରାଯାଏ। ଯେମିତିକି:
* ଶୁକ୍ରବାର ଏବଂ ପୂର୍ଣ୍ଣିମା ଦିନ କେବେ ବି କାନ୍ଦିବେ ନାହିଁ। କୁହାଯାଏ, ଏହି ଦିନମାନଙ୍କରେ ଆଖିରୁ ଲୁହ ଝରିଲେ ପ୍ରତିଷ୍ଠା କ୍ଷୂର୍ଣ୍ଣ ହେବା ସହ ଘରେ ଅଶାନ୍ତି ବଢିଥାଏ।
* ଘରର କୌଣସି ସ୍ଥାନରେ କେବେ ବି ବୁଢିଆଣି ଜାଲ ହେବାକୁ ଦେବେ ନାହିଁ। ଏହାଦ୍ୱାରା ମାତା ଲକ୍ଷ୍ମୀ ରୋଷ କରିଥାନ୍ତି ବୋଲି ବିଶ୍ୱାସ ରହିଛି।
* ଆଲମାରିର ମୁହଁ ଉତ୍ତର କିମ୍ବା ପୂର୍ବ ଦିଗକୁ ରହିଲେ ଶୁଭ। ସମ୍ମୁଖରେ ଯଦି ଝରକା ଥିବ ତା’ହେଲେ ତ ଆହୁରି ଭଲ।
* ଭୁଲ୍‌ରେ ବି ଚପଲ ଉପରେ ଚପଲ ଥାକ କରିକି ରଖିବେ ନାହିଁ। ଏହାଦ୍ୱାରା ଘରେ ଅଶାନ୍ତିର ବାତାବରଣ ଖେଳି ଯାଇଥାଏ ବୋଲି ମାନ୍ୟତା ରହିଛି।
* ଅନେକଙ୍କର କବାଟ ପଛପଟେ ହ୍ୟାଙ୍ଗର୍‌ରେ ପୋଷାକ ଟଙ୍ଗାଇବାର ଅଭ୍ୟାସ ଥାଏ। କିନ୍ତୁ ଏଭଳି କରିବା ଠିକ୍‌ ନୁହେଁ। କୁହାଯାଏ, ଏଭଳି କଲେ ଘରର ବ୍ୟକ୍ତିଙ୍କୁ କିଛି କାରଣ ନଥାଇ ବି ଅପମାନିତ ହେବାର ଆଶଙ୍କା ରହିଥାଏ।
* ଘରେ କେବେ ବି ଯୁଦ୍ଧ ହେଉଥିବାର ଚିତ୍ର, କାନ୍ଦିବା ଫଟୋ ଲଗାଇବେ ନାହଁି। ଏହାଦ୍ୱାରା ଘରେ ନକାରାତ୍ମକ ଉର୍ଜ୍ଜା ଉତ୍ପନ୍ନ ହୋଇଥାଏ ବୋଲି ବିଶ୍ୱାସ ରହିଛି।
* ଝାଡ଼ୁକୁ କେବେ ବି ମୋଡିକି ରଖିବା ଠିକ୍‌ ନୁହେଁ। ଏପରି କଲେ ଘରେ ଆର୍ଥିକ ସମସ୍ୟା ଦେଖାଯିବା ସହ ସ୍ବାସ୍ଥ୍ୟ ସମସ୍ୟା ଉପୁଜିଥାଏ ବୋଲି ବିଶ୍ୱାସ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri