ସକାଳେ ଏସବୁ କରିବା ମନା…

ଶୀତଦିନେ କେତେକ କାମ ନ କରିବାକୁ ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଏସବୁ କଲେ ଶରୀର ଉପରେ ଖରାପ ପ୍ରଭାବ ପଡ଼ିଥାଏ। ଶୀତଦିନେ ସକାଳୁ ଗରମ ପାଣିରେ ଗାଧୋଇବା ସ୍ବାସ୍ଥ୍ୟ ପାଇଁ ହାନୀକାରକ। ଏହା ଦ୍ୱାରା ତ୍ୱଚା ଶୁଷ୍କ ହୋଇଯାଏ ଏବଂ ଫାଟି ଯାଇଥାଏ। ତେଣୁ ଏଭଳି ଅଭ୍ୟାସଠାରୁ ଦୂରେଇ ରହିବା ଆବଶ୍ୟକ। ସେହିପରି ଶୀତଦିନେ ନିତ୍ୟକର୍ମ ସାରି ପ୍ରାତଃଭୋଜନ କରିବା ଆବଶ୍ୟକ। ଏପରି ନ କଲେ ବିଭିନ୍ନ ପାଚନ ସମସ୍ୟା ଦେଖାଦେବାର ଆଶଙ୍କା ରହିଥାଏ। ଶୀତଦିନେ ସକାଳେ ବିଳମ୍ବିତ ସମୟ ପର୍ଯ୍ୟନ୍ତ ଶୋଇରହିବା ଦ୍ୱାରା ଶରୀରର ବିଭିନ୍ନ ପ୍ରକ୍ରିୟା ଉପରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ। ଫଳରେ ନାନା ପ୍ରକାର ରୋଗ ସୃଷ୍ଟି ହେବାର ଆଶଙ୍କା ରୁହେ। କେତେକ ଥଣ୍ଡାରୁ ରକ୍ଷା ପାଇବା ପାଇଁ ଶୀତଦିନେ ସକାଳୁ ଉଠି ସିଗାରେଟ ଅବା ବିଡ଼ି ଟାଣିଥାନ୍ତି। ତେବେ ଏସବୁଠାରୁ ଦୂରେଇ ରହିବା ଆବଶ୍ୟକ। ଏସବୁ ଦ୍ୱାରା ସ୍ବାସ୍ଥ୍ୟ ଉପରେ ଖରାପ ପ୍ରଭାବ ପଡ଼ିିଥାଏ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

‘ଏନ୍‌ଇଇଟି’ ଆନ୍ଦୋଳନ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପ, ପୋଲିସ ବଳପ୍ରୟୋଗର ତଦନ୍ତ କରିବ ୫ ଜଣିଆ କମିଟି

ନୂଆଦିଲ୍ଲୀ,୨୧।୮(ପି.ଟି.): ଚଳିତବର୍ଷ ଜୁଲାଇ ୨୦ରେ ହୋଇଥିବା ପାର୍ଲାମେଣ୍ଟ ଘେରାଉ ଆନ୍ଦୋଳନ ବେଳେ ଛାତ୍ରୀଛାତ୍ର ଏବଂ ଯୁବବର୍ଗଙ୍କ ଉପରେ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ପରବର୍ତ୍ତୀ ସମୟରେ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri