Posted inଜାତୀୟ

ସିଦ୍ଦାରାମାୟା-ଜୟଶଙ୍କର ମୁହାଁମୁହିଁ

ନୂଆଦିଲ୍ଲୀ,୧୯।୪: ସୁଦାନରେ ୩୧ ଜଣ ହକ୍କି ପିକ୍କି ଆଦିବାସୀ ଫସିରହିଥିବା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସିଦ୍ଦାରାମାୟା ମଙ୍ଗଳବାର ଟୁଇଟ୍‌ କରିଛନ୍ତି। ସେଠାରୁ କନ୍ନଡିଗାମାନଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ଫେରାଇ ଆଣିବା ପାଇଁ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସେ ଅନୁରୋଧ କରିଛନ୍ତି। ନିଜ ନାଗରିକଙ୍କୁ ଫେରାଇ ଆଣିବାରେ ଭାରତ ସରକାରଙ୍କ ଅକ୍ଷମତାକୁ ସେ ସମାଲୋଚନା କରିଛନ୍ତି। ଏହାକୁ ନେଇ ଜୟଶଙ୍କର ସିଦ୍ଦାରାମାୟାଙ୍କ ଉପରେ ବର୍ଷିଛନ୍ତି। ଜୟଶଙ୍କର କହିଛନ୍ତି, ସୁଦାନର ବିପଜ୍ଜନକ ସ୍ଥିତିକୁ ନେଇ ରାଜନୀତି କରିବା ଅନୁଚିତ। ବିଦେଶରେ କୌଣସି ଭାରତୀୟ ବିପଦରେ ରହିଥିଲେ ଏଠି କାହାକୁ ନିର୍ବାଚନୀ ଲାଭ ମିଳିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲେବଲକ୍ରସିଂ ପାର୍‌ ବେଳେ ଧକ୍କା ଦେଲା ଟ୍ରେନ୍‌, ଆଉ ତା’ପରେ ଯାହା ଘଟିଲା…

ଭଦ୍ରକ,୭।୬(ସନାତନ ରାଉତ): ଭଦ୍ରକ-ଧାମରା ରେଳପଥର ତିହିଡି଼ ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ରାସ୍ତା ଲେବଲକ୍ରସିଂ ନିକଟରେ ରବିବାର ଏକ ଟ୍ରେନ ଧକ୍କାରେ ଜଣେ ବାଇକ୍‌ ଆରୋହୀ…

ଋଣ ଆଦାୟ ଟଙ୍କା ଆତ୍ମସାତ ଅଭିଯୋଗ, ଫାଇନାନ୍ସ କର୍ମଚାରୀ ଗିରଫ

ବଞ୍ଚୋ/ଆନନ୍ଦପୁର/ହାଟଡିହୀ,୭ା୬(ପ୍ରଦୋଷ କୁମାର/ବିଶ୍ୱାଳସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ ): ଋଣଗ୍ରାହକଙ୍କ ଠାରୁ ଆଦାୟ ହୋଇଥିବା ଇଏମଆଇ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ଘସିପୁରା ପୋଲିସ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ…

ଘରେ କେହି ନଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର, ସହଯୋଗ କରିଥିଲେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଅଭାବନୀୟ ଘଟଣା ଦେଖାଯାଇଛି । ଚଳିତ ବର୍ଷ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୧୫…

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ, ଆଉ ତା’ପରେ…

ସୋର,୭।୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ବସ୍‌ ଷ୍ଟପ୍‌ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ…

‘କକ୍ରୋଚ ଜନତା ପାର୍ଟି’, ପରେ ‘ପିମ୍ପୁଡ଼ି ଜନତା ପାର୍ଟି’ ନୂଆ ଦଳ ଗଠନ କଲେ ପୂର୍ବତନ ଭାଜପା ନେତା

ମେରଠ,୭।୬: ମେରଠରେ ଏକ ନୂଆ ରାଜନୈତିକ ଦଳ ଗଠନ ଘୋଷଣା କରାଯାଇଛି। ପୂର୍ବତନ ଭାଜପା ନେତା ଅନୁପ ରାଘବ ‘ଚିଣ୍ଟିି ଜନତା ପାର୍ଟି’ ନାମରେ ଏକ ସଂଗଠନ…

ଲଣ୍ଡା ହୋଇ ଶପଥ ନେଲେ…ଗ୍ରାମବାସୀ କହିଲେ ଆମେ ଆଉ ମଦ ପିଇବୁନି

ଆନନ୍ଦପୁର,୭ା୬(ସୁଶାନ୍ତ କୁମାର ସାହୁ ): ମଦ ପରିତ୍ୟାଗ କରି ୧୫ରୁ ଊର୍ଦ୍ଧ୍ବ ବ୍ୟକ୍ତି ଲଣ୍ଡା ହେବା ସହ ନଦୀରେ ବୁଡ଼ ପକାଇଛନ୍ତି ଏବଂ ଠାକୁରଙ୍କ ପାଖରେ ଶପଥ…

ଜଳୁଛି ଲକ୍ଷ୍ମୀପୁର… ଆଦିବାସୀ ଯୁବକଙ୍କୁ ଛୁରାମାଡ଼ ଘଟଣା, ଗିରଫ ଦାବିରେ ଦୋକାନ ଭାଙ୍ଗିଲେ ଆଦିବାସୀ

ଲକ୍ଷ୍ମୀପୁର,୭।୬(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଶନିବାର ସନ୍ଧ୍ୟାରେ କୌଣସି ଏକ ଘଟଣାକୁ ନେଇ ବଡ଼ ଶଙ୍ଖା ଗ୍ରାମରେ ଜଣେ ଆଦିବାସୀ ଯୁବକକୁ ଲକ୍ଷ୍ମୀପୁରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri